ନିଜଠୁ ୨୪ବର୍ଷ ସାନ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବେ ସଲମାନ

ବଲିଉଡର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ ନିଜଠାରୁ ୨୪ ବର୍ଷ ସାନ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବାକୁ ଯାଉଛନ୍ତି। ଦବଙ୍ଗ-୩ରେ ସେ ଅଭିନେତ୍ରୀ ସାଇ ମଞ୍ଜେସ୍‌କରଙ୍କ ସହ ନଜର ଆସିବେ। ଫିଲ୍ମରେ ସଲ୍ଲୁଙ୍କ ପ୍ରେମିକା ହେବେ ସାଇ ଏବଂ ତାଙ୍କ ପତ୍ନୀ ଭୂମିକାରେ ସୋନାକ୍ଷୀ ସିହ୍ନା ଅଭିନୟ କରିବେ। ତେବେ ଫିଲ୍ମରେ ସୋନାକ୍ଷୀଙ୍କ ପିତା ଭୂମିକାରେ ଅଭିନୟ କରିବେ ସାଇଙ୍କ ପିତା ମହେଶ ମଞ୍ଜେସ୍‌କର। ‘ଦବଙ୍ଗ-୩’ରେ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ଏଣ୍ଟ୍ରି ହୋଇଛି। ଏଥିରେ ସେ ସଲମାନଙ୍କ ମାଆ ଭୂମିକାରେ ଅଭିନୟ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ‘ଦବଙ୍ଗ’ରେ ମଧ୍ୟ ଡିମ୍ପଲ ସଲମାନଙ୍କ ମାଆ ନୈନୀ ଦେବୀଙ୍କ ଭୂମିକାରେ ଅଭିନୟ କରିଥିଲେ। ‘ଦବଙ୍ଗ-୩’ର ନିର୍ଦ୍ଦେଶନା ଭାର ପ୍ରଭୁଦେବା ବହନ କରିଛନ୍ତି। ନିକଟରେ ସଲମାନ ଚଳଚ୍ଚିତ୍ରର ଏକ ଭାଗ ମଧ୍ୟପ୍ରଦେଶରେ ଶୁଟିଂ କରିଛନ୍ତି। ସଲମାନଙ୍କ ଭାଇ ଅରବାଜ ଖାନ ଏହି ଚଳଚ୍ଚିତ୍ର ନିର୍ମାଣ କରୁଛନ୍ତି। ଚଳିତବର୍ଷ ଖ୍ରୀଷ୍ଟମାସରେ ଫିଲ୍ମଟି ରିଲିଜ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

ତୀରନ୍ଦାଜ ପ୍ରତିଯୋଗିତା: କଳାହାଣ୍ଡର ୩ ପ୍ରତିଯୋଗୀ ଜାତୀୟସ୍ତରକୁ ମନୋନୀତ

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ତୀରନ୍ଦାଜ ପ୍ରତିଯୋଗୀମାନେ ସିବିଏସଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତାରେ ୩ଟି ସ୍ବର୍ଣ୍ଣ…

ରାସ୍ତାରେ ଶହ ଶହ ଖାଲ ଢିପ ଯୋଗୁ ଯାତାୟାତରେ ସମସ୍ୟା, ଚେତାବନୀ ଦେଲେ ସହରବାସୀ, ମରାମତି ନ ହେଲେ ଆଗାମୀ ଦିନରେ…

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗୀର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

ନୂଆ ସ୍ବପ୍ନ, ନୂଆ ଲକ୍ଷ୍ୟ: ମହାବିଦ୍ୟାଳୟରେ ପାଦ ଥାପିଥିବା ନବାଗତ ଛାତ୍ରୀଛାତ୍ରଙ୍କୁ ପରାମର୍ଶ, ଉପସ୍ଥାନ କମ୍‌ ରହିଲେ…

ଭଞ୍ଜନଗର, ୨୭।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ସୋମବାର ଯୁକ୍ତ ୩…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri