ନିଜାମୁଦ୍ଦିନ୍‌ରୁ ଓଡ଼ିଶାକୁ ଫେରିଥିବା ୬ବିଦେଶୀଙ୍କ ସମେତ ୨୦ ଚିହ୍ନଟ: ୧୫ଜଣଙ୍କ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୧୫ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବାବେଳେ ୫ଜଣଙ୍କ ରିପୋର୍ଟ ହସ୍ତଗତ ହୋଇ ନ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନେଗେଟିଭ ରିପୋର୍ଟ ଆସିଥିବା ଲୋକଙ୍କ ମଧ୍ୟରୁ ରାଉରକେଲାରୁ ସର୍ବାଧିକ ୧୨ଜଣ ଥିବାବେଳେ କେନ୍ଦ୍ରାପଡ଼ା, କଟକ ଓ ଗଞ୍ଜାମର ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri