ନିଜାମୁଦ୍ଦିନ ଯାଇଥିଲେ ମାଧପୁର ଦମ୍ପତି

ଆଠମଲ୍ଲିକ, ୪ା୪- ଦିଲ୍ଲୀର ନିଜାମୁଦ୍ଦିନ ସଭାରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ଅଞ୍ଚଳର ଏକ ଦମ୍ପତି ଯୋଗ ଦେଇଥିବା ନେଇ ଶନିବାର ଅଞ୍ଚଳବାସୀ ପୋଲିସକୁ ସୂଚନା ଦେଇଛନ୍ତି । ସେମାନେ ଉକ୍ତ ଧର୍ମସଭାରୁ ଓଡ଼ିଶା ଫେରିଥିଲେ ହେଁ ମାଧପୁର ଆସିନାହାନ୍ତି । ଉଭୟେ ସମ୍ବଲପୁରରେ ରହିଥିବା ନେଇ ଲୋକେ ପୋଲିସକୁ ଖବର ଦେଇଛନ୍ତି । ସେମାନଙ୍କୁ ଠାବ କରିବାକୁ ସ୍ଥାନୀୟ ଲୋକେ ପୋଲିସକୁ ନିବେଦନ କରିଛନ୍ତି । ଘଟଣା ସମ୍ପର୍କରେ ଅନୁଧ୍ୟାନ କରାଯାଇ ପଦକ୍ଷେପ ନିଆଯିବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri