Posted inଜାତୀୟ

ନିଜ ଅପାରଗତା ପାଇଁ ହାରିଲି ରାଜ ବବର୍‌

ଲକ୍ଷ୍ନୌ, ୨୪।୫: ଲୋକ ସଭା ନିର୍ବାଚନରେ ପରାସ୍ତ ହୋଇଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ରାଜ ବବର। ଉତ୍ତର ପ୍ରଦେଶର ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ରାଜ ୫ ଲକ୍ଷ ଭୋଟ ବ୍ୟବଧାନରେ ଭାଜପାର ରାଜ କୁମାର ଚହରଙ୍କଠାରୁ ପରାସ୍ତ ହୋଇଛନ୍ତି। ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟ ଥିବା ରାଜ ବବର ପରାଜୟ ପାଇଁ ସେ ନିଜର ଅପାରଗତାକୁ ଦାୟୀ କରିଛନ୍ତି। ଏହାସହ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ପାଖକୁ ପଠାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଟ୍ରେନ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ୩ ବଗି

ଡେରାଡୁନ,୧୯।୬: ‘ଯୋଗ ନଗରୀ’ ଋଷିକେଶରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଏକ ଟ୍ରେନର ତିନୋଟି ବଗି ଲାଇନଚ୍ୟୁତ ହୋଇଛି, ଯାହା ରେଳ ପ୍ରଶାସନ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ଡିଜିଟାଲ ପ୍ଲାଟ୍‌ଫର୍ମରେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ସକ୍ରିୟ, ବିନିଯୋଗ କରୁଛନ୍ତି ୫୦%ରୁ ଅଧିକ ସମୟ

ନୂଆଦିଲ୍ଲୀ,୧୯।୫(ଆଇଏଏନ୍‌ଏସ୍‌): ଭାରତର ସହରାଞ୍ଚଳରେ ଡିଜିଟାଲ ବିପ୍ଳବର ମଙ୍ଗ ଏବେ ମହିଳାମାନଙ୍କ ହାତରେ। ବିଶେଷକରି ମନୋରଞ୍ଜନ, ମେସେଜିଂ, ଇ-କମର୍ସ ଏବଂ କ୍ୱିକ୍‌ କମର୍ସ ଭଳି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ…

ପେଟ୍ରୋଲ-ଡିଜେଲ ଦର ପୁଣି ବୃଦ୍ଧି, ପାଞ୍ଚ ଦିନରେ ଦ୍ବିତୀୟ ଥର ପାଇଁ ବଢ଼ିଲା

ନୂଆଦିଲ୍ଲୀ,୧୯।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି…

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri