Odisha Elections 2024
Posted inଜାତୀୟ

ନିଜ ଡ୍ୟାନ୍ସ ଭିଡିଓ ଦେଖି ରାଗରେ ନିଆଁବାଣ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ,୧୦।୫: ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଜାଳିଆ ଡ୍ୟାନ୍ସ ଭିଡିଓ ଭାଇରାଲ ପରେ ଏବେ ପଶ୍ଚିମ ମମତା ବାନାର୍ଜୀଙ୍କ ଏକ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିକଟରେ ସୋସିଆଲ ମିଡିଆରେ ମୋଦିଙ୍କ ମୁହଁ ସହିତ ଏକ ଆନିମେଟେଡ ଭିଡିଓ ପୋଷ୍ଟ କରାଯାଇଥିଲା। ଏଥିରେ ସେ ନାଚୁଥିବା ନଜର ଆସିଛନ୍ତି, ଯାହାକୁ ନିଜେ ମୋଦି ଶେୟାର କରିଛନ୍ତି।
କିନ୍ତୁ ମମତା ବାନାର୍ଜୀଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ ହେବା ପରେ ସେ ରାଗିକି ନିଆଁବାଣ ହୋଇପଡିଛନ୍ତି। ଭିଡିଓ ପ୍ରସ୍ତୁତ କରିଥିବା ବ୍ୟକ୍ତିଙ୍କୁ ଗିରଫ କରିବା ପାଇଁ ଦିଦିଙ୍କ କୋଲକାତା ପୋଲିସ ଚେତାବନୀ ଦେଇଥିଲା, କିନ୍ତୁ ପରେ ଚେତାବନୀ ଟୁଇଟ ମଧ୍ୟ ୱେବସାଇଟରୁ ଡିଲିଟ କରାଯାଇଥିଲା।
ଏହାପୂର୍ବରୁ ଜଣେ ବ୍ୟକ୍ତି ମମତା ବାନାର୍ଜୀଙ୍କ ଏକ କାର୍ଟୁନ ଫଟୋ ତିଆରି କରିଥିଲେ, ଯାହା ପରେ ମମତା ବାନାର୍ଜୀ ସେହି ବ୍ୟକ୍ତିଙ୍କ ବିରୋଧରେ ମାମଲା ଦାୟର କରିଥିଲେ। ଏହି ମାମଲା ୧୧ ବର୍ଷ ପର୍ଯ୍ୟନ୍ତ ଚାଲିଥିଲା ଏବଂ ପରେ କୋର୍ଟ ଏହାକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri