ନିଜ ପାଇଁ ବର ଖୋଜୁଛନ୍ତି ଏହି ଯୁବତୀ, ମନପସନ୍ଦର ସାଥୀ ମିଳିଲେ ତାଙ୍କୁ ଦେବେ ୬୫ କୋଟି ଟଙ୍କା

ମନପସନ୍ଦର ଜୀବନସାଥୀଟିଏ ପାଇବାକୁ ସମସ୍ତଙ୍କର ସ୍ବପ୍ନ ଥାଏ। ବିବାହ ପ୍ରସଙ୍ଗରେ ଝିଅ ହେଉ କି ପୁଅ କାହାକୁ ଏଥିରେ ତରବରିଆ ପଦକ୍ଷେପ ନେବା ଉଚିତ୍‌ ନୁହେଁ। ଏମିତିରେ ରୁଷିଆର ମଡେଲ୍‌ ଆନ୍ନା ନିଜ ପସନ୍ଦର ପୁଅ ସହ ବିବାହ ରଚିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଭାବୁଥିବେ ଏଥିରେ ନୂଆ ପୁଣି କ’ଣ? କଥା ହେଉଛି, ସେ କୌଣସି ଛୋଟମୋଟ ମଡେଲ୍‌ ନୁହଁନ୍ତି ବରଂ ଜଣେ ପ୍ରଖ୍ୟାତ ମଡେଲ୍‌। ତା’ସାଙ୍ଗକୁ ୬୫ କୋଟି ଟଙ୍କାର ମାଲିକାଣି। ଏହି କୋଟିପତି ମଡେଲ୍‌ଙ୍କ ଇଚ୍ଛା ଜଣେ ଭାରତୀୟ ଯୁବକଙ୍କୁ ବିବାହ କରିବେ। ଯେଉଁ ଯୁବକ ତାଙ୍କୁ ବିବାହ ପାଇଁ ରାଜି ହେବେ ସେ ତାଙ୍କ ନାଁରେ ନିଜର ସମସ୍ତ ସମ୍ପତ୍ତି କରିଦେବେ। ସମସ୍ୟା କେବଳ ତାଙ୍କ ଚେହେରାକୁ ନେଇ ରହିଛି। ସେ ଦେଖିବାକୁ ଖୁବ୍‌ ମୋଟୀ। କିନ୍ତୁ ଏବେ ନିଜ ଓଜନ ହ୍ରାସ ଲାଗି ଜୋରସୋର୍‌ ପ୍ରୟାସ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ…

ଅପରେଶନ ସାଇବର କବଚ୍‌: ୬ ଗିରଫ

ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ…

T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ…

୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି।…

ବିମାନ ବନ୍ଦରରେ ଏମିତି କିଛି କଥା କହିଲେ ଅନୁଷ୍କା, ହସ ରୋକି ପାରିଲେନି ବିରାଟ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବର୍ତ୍ତମାନ ଭାରତରେ ଅଛନ୍ତି। ସେମାନଙ୍କ ଗସ୍ତ ସମୟରେ, ସେମାନେ ପ୍ରେମାନନ୍ଦ ମହାରାଜ ଜୀଙ୍କ ଆଶ୍ରମ ପରିଦର୍ଶନ…

ଥାଳ ଧରି ବୁଲୁଛି ପାକିସ୍ତାନ, କିନ୍ତୁ ‘ରାଣୀ’ ମରିୟମ କିଣୁଛନ୍ତି ଏତେ ଟଙ୍କାର ବିମାନ, ଜାଣନ୍ତୁ ନୱାଜ ସରିଫଙ୍କ ରାଜକୁମାରୀ କେତେ ଧନୀ

ଇସଲାମାଦାଦ,୨୨।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ବର୍ତ୍ତମାନ ଏକ ବିଳାସପୂର୍ଣ୍ଣ ବିମାନ କିଣିବାକୁ ନେଇ ଖବରରେ ଅଛନ୍ତି।…

ଏହି ହୋଟେଲରେ ରୁଟି ଖାଉଥିଲେ ସାବଧାନ! ଛେପ ପକାଇ କରୁଥିଲେ, ଭାଇରାଲ ହେଉଛି ଭିଡିଓ

ଲକ୍ଷ୍ନୌ,୨୨।୨: ଛେପ ପକାଇ ରୁଟି ପ୍ରସ୍ତୁତ କରିବାର ଏକ ଭିଡିଓ ଦ୍ରୁତ ଗତିରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଉତ୍ତରପ୍ରଦେଶ ଆଲିଗଡ ରୋରାୱାର ପୋଲିସ ଷ୍ଟେସନ…

ଫସିଗଲା ପାକିସ୍ତାନ: ପ୍ରଥମ ମ୍ୟାଚ୍‌ ବାତିଲ, ସେମିଫାଇନାଲ ଖେଳିବା ଏକପ୍ରକାର ମୁସ୍କିଲ? କିଛି ଏମିତି…  

କଲମ୍ବୋ,୨୨।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ବର୍ଷା ବାଧକ ସାଜିଛି। ଗ୍ରୁପ-୨ ରେ ଥିବା ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ କଲମ୍ବୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri