ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର ସବୁଠାରୁ କ୍ଷୁଦ୍ର ରଥ

ବ୍ରହ୍ମପୁର ଅଫିସ,୩୦ା୫-ପୁଣି ପୂର୍ବ ରେକର୍ଡକୁ ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ଚଳିତ ରଥ ଯାତ୍ରା ପୂର୍ବରୁ ସେ ନିଜ ପୂର୍ବ ରେକର୍ଡକୁ ଭାଙ୍ଗି କାଠରେ ନିର୍ମାଣ କରିଛନ୍ତି ବିଶ୍ୱର ସର୍ବ କ୍ଷୁଦ୍ରତମ ରଥ ା ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଢାଞ୍ଚାରେ ନିର୍ମିତ ଏହି ରଥ ଉଚ୍ଚତା ୧.୩ ସିଏମ୍‌ ରହିଛି ା ସତ୍ୟ ଏହାକୁ ମାତ୍ର ୪ ଘଣ୍ଟା ୩୦ ମିନିଟ ମଧ୍ୟରେ ପ୍ରସ୍ତୁତ କରିଥିବା କହିଛନ୍ତି ା ଏହି ରଥ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସଦୃଶ ୧୬ ଚକ, ୪ ଘୋଡା, ଦୁଇଟି ଓଲଟ ଶୁଆ ଖଞ୍ଜା ଯାଇଥିବା ବେଳେ ଏହାର ଓଜନ ମାତ୍ର ୬୦୦ ମିଲିଗ୍ରାମ ରହିଥିବା ସେ କହିଛନ୍ତି ା ଆଗକୁ ଏହି ରଥ ବିଶ୍ୱର ବିଭିନ୍ନ ରେକର୍ଡରେ ସ୍ଥାନ ପାଇବା ନେଇ ସତ୍ୟ ଆଶା ରଖିଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ରଥଯାତ୍ରା ଅବସରରେ ଶିଳ୍ପୀ ସତ୍ୟ କାଠରେ ୧.୪ ଇଞ୍ଚର ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କରି ରେକର୍ଡ ସୃଷ୍ଟି କରିଥିଲେ ା ଉକ୍ତ ରଥ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ଭାବେ ଏସିଆ ବୁକ ଅଫ୍‌ ରେକର୍ଡ, ଇଣ୍ଡିଆ ବୁକ ଅଫ୍‌ ରେକର୍ଡ, ନେସନାଲ ବୁକ ଅଫ୍‌ ରେକର୍ଡ, ୱାଲ୍ଡ ବୁକ ଅଫ୍‌ ରେକର୍ଡରେ ସ୍ଥାନୀତ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri