ନିଜ ସାହିରେ ପରିବା ଦୋକାନ ଖୋଲିବେ ଗଞ୍ଜାମ ବ୍ୟବସାୟୀ

ଗଞ୍ଜାମ, ୭।୪(ଡି.ଏନ୍‌.ଏ.): କରୋନା ଭୟ ଥମିବାର ନା ଧରୁନି l ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି l ଯାହା ରାଜ୍ୟ ସରକାର ଓ ଜିଲା ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି l ଏଥିପାଇଁ ଲକ୍‌ଡାଉନ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ସହରକୁ ସଡ୍‌ଡାଉନ ଘୋଷଣା କରିଛନ୍ତି l ଏହା ସତ୍ତ୍ୱେ ମଧ୍ୟ ବଜାରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଭିଡ଼କୁ ଦୃଷ୍ଟିରେ ରଖି ଏନ୍‌ଏସି ପ୍ରଶାସନ ପକ୍ଷରୁ ପରିବା ଦୋକାନକୁ ହଟାଇ ଦିଆଯାଇଛି l ବିଭିନ୍ନ ୱାର୍ଡ, ସାହିର ପରିବା ବ୍ୟବସାୟୀ ନିଜ ନିଜ ସାହିରେ ପରିବା ଦୋକାନ ଖୋଲି ବିକ୍ରି କରିବା ପାଇ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ ପରାମର୍ଶ ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri