ନିଦ୍ରାହୀନତା ଜିନ୍‌ ଓ ହୃଦ୍‌ରୋଗ

ନିଦ୍ରାହୀନତା (ଇନ୍‌ସୋମିନିଆ) ଜିନ୍‌ ଯୋଗୁ ହୃଦ୍‌ରୋଗ ହେବାର ଆଶଙ୍କା ରହିଛି। ଏଭଳି ଚାଞ୍ଚଲ୍ୟକର ତଥ୍ୟ ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ‘ନିଦ୍ରାହୀନତା ଜିନ୍‌ ଓ ହୃଦ୍‌ରୋଗ’ ଶୀର୍ଷକ ବିଷୟବସ୍ତୁକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକମାନେ ଗବେଷଣା କରିଥିଲେ। ଏପରି ନିଦ୍ରାହୀନତା ସହ ସଂପୃକ୍ତ ବ୍ୟକ୍ତି ଭବିଷ୍ୟତରେ କେବଳ ହୃଦ୍‌ରୋଗ ନୁହେଁ, ଷ୍ଟ୍ରୋକ୍‌ ପରି ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ସେମାନେ ଗବେଷଣା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ନିଦ୍ରାଜନିତ ସମସ୍ୟା ଦୀର୍ଘ ଦିନ ଧରି ଲାଗିରହିଲେ ତାହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ ଆବଶ୍ୟକ ମୁତାବକ ନିଦ୍ରା ନ ଯାଆନ୍ତି ତେବେ ତାହାର ପ୍ରଭାବ ରକ୍ତ ସଞ୍ଚାଳନ ଉପରେ ପଡ଼ିଥାଏ। ଫଳତଃ ପରବର୍ତ୍ତୀ ସମୟରେ ହୃଦ୍‌ଜନିତ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ବର୍ତ୍ତମାନ ବିଶ୍ୱରେ ପ୍ରାୟ ୧.୬ ମିଲିୟନ ବ୍ୟକ୍ତି ନିଦ୍ରାହୀନତା ସମସ୍ୟା ସହ ଜଡ଼ିତ। ତେବେ ଏପରି ସମସ୍ୟାଠାରୁ ଦୂରେଇ ରହିବାକୁ ହେଲେ ପ୍ରତିଦିନ ଆମେ ଆବଶ୍ୟକ ମୁତାବକ ଶୋଇବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri