ନିଦ୍ରାହୀନତା ମସ୍ତିଷ୍କ ରୋଗ ପାଇଁ ଦାୟୀ

ଆମେ ଯଦି ଆବଶ୍ୟକ ମୁତାବକ ନିଦ୍ରା ଯିବା ତେବେ ଅନେକାଂଶରେ ସୁସ୍ଥ ରହିବା। ନିଦ୍ରାରେ ଅସନ୍ତୁଳନ ସୃଷ୍ଟି ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ଏପରି କେତେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ସୁନିଦ୍ରା ପ୍ରତି ଆବଶ୍ୟକ ମୁତାବକ ଦୃଷ୍ଟି ଦେଇ ନ ଥାନ୍ତି। ଫଳରେ ସେମାନେ ନିଦ୍ରାହୀନତା ପରି ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ଯଦି ଏହା ଅଭ୍ୟାସରେ ପରିଣତ ହୋଇଯାଏ ତେବେ ତାହା ମସ୍ତିଷ୍କଜନିତ ରୋଗ ସୃଷ୍ଟି କରିପାରେ ବୋଲି ସତର୍କ କରାଇ ଦେଇଛନ୍ତି କାଲିଫର୍ନିଆ ୟୁନିଭର୍ସିଟିର ସ୍ନାୟୁଶଲ୍ୟ ବିଶେଷଜ୍ଞମାନେ। ଦୀର୍ଘ ମାସ ଧରି ନିଦ୍ରାହୀନତା ସମସ୍ୟାର ସମ୍ମୁଖୀନ ହୋଇଥିବା କିଛି ବ୍ୟକ୍ତିଙ୍କୁ ଗବେଷଣା ପରିସରଭୁକ୍ତ କରି ସେମାନେ ଗବେଷଣା କରିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୪୦ ପ୍ରତିଶତ ବ୍ୟକ୍ତିଙ୍କଠାରେ ମସ୍ତିଷ୍କଜନିତ ରୋଗର ଲକ୍ଷଣ ଦେଖିବାକୁ ମିଳିଥିଲା ବୋଲି ରିପୋର୍ଟରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ପ୍ରତିଦିନ ଆବଶ୍ୟକ ମୁତାବକ ଜଣେ ବ୍ୟକ୍ତି ନିଦ୍ରା ଯିବା ଦରକାର ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗଡ଼ା- କଚୋଡ଼ି ପ୍ରେମୀ ସାବଧାନ! FSSAI ଜାରି କଲା ବଡ଼ ଚେତାବନୀ, ହୋଇପାରେ ମାରାତ୍ମକ ରୋଗ!

ଭାରତ ଏମିତି ଏକ ଦେଶ ଯେଉଁଠି ଖାଇବା ପିଇବା ପଛରେ ପ୍ରଚୁର ପଇସା ଖର୍ଚ୍ଚ କରାଯାଏ। ଲୋକମାନେ ସ୍ବାସ୍ଥ୍ୟ ଅପେକ୍ଷା ସ୍ବାଦକୁ ଅଧିକ ଗୁରୁତ୍ୱ ଦେଇଥାନ୍ତି। ଚା’…

ମେଷ ସମେତ ୩ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ମିଳିପାରେ ବଡ଼ ସଫଳତା

ଆଜିଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ନବମୀ ତିଥି । ନବମୀ ତିଥି ଆଜି ବିଳମ୍ବିତ ରାତି ୨:୩୫ ପର୍ଯ୍ୟନ୍ତ ଜାରି ରହିବ। ‘ପ୍ରୀତି ଯୋଗ’ ୮:୧୯ ପର୍ଯ୍ୟନ୍ତ…

ଗଣ୍ଠି ଯନ୍ତ୍ରଣା ପାଇଁ ରୋବୋଟିକ୍‌ ସର୍ଜରି

ସାଧାରଣତଃ ଗଣ୍ଠି ଯନ୍ତ୍ରଣାକୁ ଅଧିକାଂଶ ବାର୍ଦ୍ଧକ୍ୟର ଏକ ଅପରିହାର୍ଯ୍ୟ ଅଂଶ ବୋଲି ଗ୍ରହଣ କରିଥା’ନ୍ତି। ହେଲେ ବାସ୍ତବରେ ବିଭିନ୍ନ କାରଣରୁ ବର୍ତ୍ତମାନ କେବଳ ବୟସ୍କ ନୁହନ୍ତି ଅନ୍ୟମାନଙ୍କଠାରେ…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ…

ଆଜି ବିଶ୍ବ ପରିବେଶ ଦିବସ: ସବୁଜ ଯୋଦ୍ଧାଙ୍କୁ ନେଇ ‘ଧରିତ୍ରୀ’ର ସ୍ବତନ୍ତ୍ର ଉପସ୍ଥାପନା

ଗଛ କଟା, ପ୍ରଦୂଷଣ, ଜଳ ସଙ୍କଟ ଓ ବିଶ୍ୱ ତାପମାତ୍ରା ବୃଦ୍ଧି ମଣିଷ ଏବଂ ପ୍ରକୃତି ପାଇଁ ଗମ୍ଭୀର ବିପଦ ସୃଷ୍ଟି କରୁଥିବାବେଳେ ପରିବେଶ ସୁରକ୍ଷା ଏବେ…

ସାବଧାନ! ଏହି ୫ ରାଶି ଉପରେ ମାଡ଼ି ଆସୁଛି ମହାସଙ୍କଟ, ଜୁନ ମାସରେ ଘଟିବ…

୨୭ଟି ଦୈନିକ ଯୋଗ ମଧ୍ୟରୁ ବୈଦୃତି ଯୋଗ ୨୭ତମ ସ୍ଥାନରେ ଅଛି, ଯାହା ପ୍ରାୟତଃ ମାନବ ଜୀବନ ଉପରେ ଅଶୁଭ ପ୍ରଭାବ ପକାଇଥାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ,…

ମଙ୍ଗଳବାରରେ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ସବୁ କାର୍ଯ୍ୟରେ ସଫଳତା

ଆଜି ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ଦ୍ୱିତୀୟା ତିଥି ପାଳନ କରାଯାଏ । ଏହି ମଙ୍ଗଳବାର ଦିନ ଜ୍ୟେଷ୍ଠ ମାସ ମଧ୍ୟରେ ପଡୁଥିବାରୁ, ଏହାକୁ ବଡ଼ ମଙ୍ଗଳ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri