ନିଦ ହେଉ ନ ଥିଲେ ଆପଣାନ୍ତୁ ଏହିସବୁ ଉପାୟ

ଆଜିକାଲି ନିଦ ନହେବା ଏକ ବଡ ସମସ୍ୟା ରୂପେ ଦେଖାଯାଉଛି। ମାନସିକ ଚାପ, କାର୍ଯ୍ୟ ଭାର, ଦୁଶ୍ଚିନ୍ତା, କୋଳାହଳଯୁକ୍ତ ପରିବେଶ ଆଦି ପାଇଁ ଏଭଳି ସମସ୍ୟା ଉପୁଜୁଥିବା ନାନା ଗବେଷଣାରୁ ଜଣାପଡିଛି। ସାଧାରଣତଃ ୬୫ ବର୍ଷରୁ ଉର୍ଦ୍ଧ୍ୱ, ବୟସ୍କ ବ୍ୟକ୍ତିଙ୍କୁ ଏହି ସମସ୍ୟା ଦେଖାଯାଉଯାଏ। କିନ୍ତୁ ଏହି ସମସ୍ୟା ଯୁବ ବର୍ଗ କ୍ଷେତ୍ରରେ ମଧ୍ୟ ପରିଲକ୍ଷିତ ହେଲାଣି। ଏହି ସମସ୍ୟାକୁ କେମିତି ନିରାକରଣ କରାଯାଇ ପାରିବ ଜାଣନ୍ତୁା
ପ୍ରତ୍ୟେକ ଦିନ ଆପଣ ଠିକ୍‌ ସମୟରେ ଶୋଇବା ଉଚିତ୍‌। ଠିକ୍‌ ସମୟରେ ମଧ୍ୟ ଉଠିବା ଉଚିତ୍‌। ନିଦ୍ରା ହେବାକୁ ହେଲେ ଆପଣଙ୍କୁ ଏକ ଉପଯୁକ୍ତ ସ୍ଥାନର ଆବଶ୍ୟକତା ଥାଏ। ଯାହାକି ଆପଣ ଆରାମଦାୟକ ରୂପେ ଶୟନ କରି ପାରିବେ। ଖାଇବା କିମ୍ବା ପିଇବା ପରେ ସଙ୍ଗେ ସଙ୍ଗେ ବିଛଣାକୁ ଗଲେ ନିଦ ହୋଇ ନ ଥାଏ। ଆପଣ ଯଦି କିଛି ମାଦକ ଦ୍ରବ୍ୟ ସେବନ କରୁଛନ୍ତି ତେବେ ଏହାକୁ ପରିତ୍ୟାଗ କରିବା ଉଚିତ୍‌ କାରଣ ନିଶା ନିଦର ପରମ ଶତ୍ରୁ ଭଳି କାର୍ଯ୍ୟ କରିଥାଏ। ବୋଧ ଶକ୍ତି ଚିକିତ୍ସା କିଛି ଲୋକଙ୍କ କ୍ଷେତ୍ରରେ ନିଦା୍ରହୀନତାର ସମସ୍ୟା ହୋଇଥାଏ। ଶୋଇବା ପୂର୍ବରୁ ଆସନ୍ତାକାଲି ପାଇଁ ବିଧିବଦ୍ଧ ଯୋଜନା ପରିକଳ୍ପନା କରିବା ଅନୁଚିତ୍‌। କୌଣସି ଫୋନ୍‌ କଲ୍‌, ଟିଭି, ରେଡ଼ିଓ ଶୋଇବା ପୂର୍ବରୁ ବାରଣ କଲେ ଭଲ। କାହିଁକି ନା ଏସବୁ ମନକୁ ଚଳଚଞ୍ଚଳ କରିଥାଏ। ମନ ଅସ୍ଥିର ରହିଲେ ନିଦ ହୋଇ ନ ଥାଏ। ନିୟମିତ ଭାବେ ଯୋଗ କଲେ ଭଲ। କାରଣ ଯୋଗ ମନକୁ ଶାନ୍ତ ରଖିବା ସଙ୍ଗେ ସଙ୍ଗେ ଭଲ ନିଦ ମଧ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri