ନିବେଶକଙ୍କ ୨.୮୭ଲକ୍ଷ କୋଟି ଲାଭ

ମୁମ୍ବାଇ,୨୪-୫: ଏନ୍‌ଡିଏ ସରକାର ପୁନର୍ବାର କ୍ଷମତାକୁ ଫେରିବା ଖୁସିରେ ଗୁରୁବାର ପୂର୍ବାହ୍ନରେ ଷ୍ଟକ୍‌ ମାର୍କେଟରେ ସେନ୍‌ସେକ୍ସ ୪୦ ହଜାର ଏବଂ ନିଫ୍ଟି ୧୨ ହଜାର ପଏଣ୍ଟ ପାର୍‌ କରିଥିଲା। ଏହା ଏକ ଐତିହାସିକ ଉପଲବ୍ଧି ଥିଲା। ଏଥିଯୋଗୁ ନିବେଶକ ୨.୮୭ ଲକ୍ଷ କୋଟି ଟଙ୍କା ଲାଭ କରିଛନ୍ତି। ପୂର୍ବାହ୍ନରେ ସେନ୍‌ସେକ୍ସ ସର୍ବାଧିକ ସ୍ତର ୪୦,୧୦୦.୯୧ ପଏଣ୍ଟରେ ପହଞ୍ଚତ୍ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଗାନେଲ୍‌ ଫାର୍ମର ନୂଆ ରିଟେଲ୍‌ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର, ୧୮ା୭: ଓଡ଼ିଶାର ଅର୍ଗାନିକ୍‌ ବ୍ରାଣ୍ଡ୍‌ ଅର୍ଗାନେଲ୍‌ ଫାର୍ମସ୍‌ ପକ୍ଷରୁ ପଟିଆ କଳାରାହାଙ୍ଗ ଜେଡ୍‌ – ୧ ଆପାର୍ଟମେଣ୍ଟ ନିକଟରେ ଗୁରୁବାର ଆଉ ଏକ ରିଟେଲ୍‌ ଷ୍ଟୋର…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri