ନିବେଶକ ହରାଇଲେ ୨.୨୨ ଲକ୍ଷ କୋଟି

ନୂଆଦିଲ୍ଲୀ,୬-୭: ସରକାରଙ୍କ ବଜେଟ ଘୋଷଣା ଦେଶର ପୁଞ୍ଜି ବଜାର ଉପରେ ପ୍ରଭାବ ପକାଇଛି। ଶୁକ୍ରବାର ବଜେଟ ଘୋଷଣା ପରେ ବମ୍ବେ ଷ୍ଟକ ବଜାରରେ ସୂଚକାଙ୍କ ୩୯୫ ପଏଣ୍ଟ ଖସି ଆସିିଥିବା ଦେଖାଯାଇଥିଲା। ଏଥିଲାଗି ନିବେଶକଙ୍କ ସମ୍ପତ୍ତିରେ ୨.୨୨ ଲକ୍ଷ କୋଟି ଟଙ୍କା ହ୍ରାସ ହୋଇଥିବା ଷ୍ଟକ ବଜାର ସୂତ୍ରରୁ ସୂଚନା ରହିଛି। ବଜେଟରେ ଦିଆଯାଇଥିବା ପବ୍ଲିକ ଶେୟାର ହୋଲଡିଂ ସୀମା ପ୍ରସ୍ତାବ ଭଳି ଅନ୍ୟ କିଛି ପ୍ରସଙ୍ଗ ଶେୟାର ବଜାର କାରବାରକୁ ପ୍ରଭାବିତ କରିଥିବା ଜଣାପଡିଛି। ସେନସେକ୍ସରେ ୩୯୪.୬୭% ହ୍ରାସ ଘଟି ଏହା ୩୯,୫୧୩.୩୯ ପଏଣ୍ଟ ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri