ନିରଞ୍ଜନ-ନରସିଂହ ଆଲୋଚନା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। ତେବେ ଏହା ପଛରେ କାରଣ କ’ଣ, ଦଳର କେଉଁ ଆଭିମୁଖ୍ୟ ଫିକା ପଡ଼ିଲା, କ’ଣ କଲେ ଦଳ ଆଗାମୀ ଦିନରେ ନିଜର ପତିଆରା ଫେରିପାଇବ, ରାଜ୍ୟବାସୀଙ୍କ ଆସ୍ଥା ଭାଜନ ହେବ ସେ ନେଇ ବିଭିନ୍ନ ସମୟରେ ବୈଠକ ବସି ତର୍ଜମା କରାଯାଉଛି। ଏହି କ୍ରମରେ ଗୁରୁବାର କଂଗ୍ରେସର ଦୁଇ ବରିଷ୍ଠ ନେତା ପରସ୍ପର ମଧ୍ୟରେ ଆଲୋଚନା କରିଛନ୍ତି।
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦଳର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ରଙ୍କ ଘରକୁ ଯାଇ ଆଲୋଚନା କରିଛନ୍ତି। ଏ ନେଇ ପ୍ରତିକ୍ରିୟା ରଖି ନିରଞ୍ଜନ କହିଛନ୍ତି, ରାଜ୍ୟର ସାମ୍ପ୍ରତିକ ସ୍ଥିତି ଉପରେ ଆଲୋଚନା ହୋଇଛି। ଅନେକ ସମୟରେ ସେ ଆସି ଏଭଳି ଆଲୋଚନା କରିଥାନ୍ତି ବୋଲି କହିଥିଲେ। ହେଲେ ନରସିଂହ କଥାକୁ ଏଡ଼ାଇ ଯାଇଥିବା ଜଣାପଡ଼ିଛି। ସେ ସବୁ କଥାକୁ ଖୋଲି କରି କହିବାକୁ ଚାହୁଁ ନ ଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri