Categories: ଜାତୀୟ

ନିରବ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ

ନୂଆଦିଲ୍ଲୀ,୫।୧୨: ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଗୁରୁବାର ପ୍ରିଭେନଶନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) କୋର୍ଟ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରିଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ମୋଦିଙ୍କୁ ପଳାତକ ଆର୍ଥିକ ଅପରାଧୀ ଘୋଷିତ କରାଯାଇଛି। ତାଙ୍କ ସମ୍ପତି ଜବତ କରିବାର ନିର୍ଦ୍ଦେଶ ପରେ ଦିଆଯିବ ବୋଲି ଜଣାପଡିଛି।

Share