Categories: ଜାତୀୟ

ନିରାଶ ହେଲେ ଚିଦାମ୍ବରମ୍‌: ଜାମିନ୍‌ ଆବେଦନ ଖାରଜ

ନୂଆଦିଲ୍ଲୀ,୩୦।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ନିରାଶ ହେବାକୁ ପଡ଼ିଛି। ତାଙ୍କର ଜାମିନ୍‌ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇ ସେ ଏବେ ତିହାର ଜେଲ୍‌ ରହିଛନ୍ତି। ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ବ୍ୟାପକ ଅର୍ଥ ହେରଫେର ଅଭିଯୋଗ ତାଙ୍କ ବିରୋଧରେ ଅଣାଯାଇଛି।

Share