ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ଶ୍ରମିକ ସ୍ବତନ୍ତ୍ର ଟ୍ରେନ: ଓହ୍ଲାଇଲେ ୬୦୦

ଚୌଦ୍ୱାର,୧୭।୫(ଡି.ଏନ.ଏ.)-କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ରବିବାର ଅପରାହ୍ନ ୪ଟାରେ ଶ୍ରମିକ ସ୍ବତନ୍ତ୍ର ଏକ୍ସପ୍ରେସ ଟ୍ରେନ ଆସି ପହଞ୍ଚିଛି। ଅହମ୍ମଦାବାଦରୁ ଯାଜପୁର ଟାଉନ ଆସିଥିବା ଏହି ଟ୍ରେନରେ କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୬୦୦ ଶ୍ରମିକ ଓହ୍ଲାଇଛନ୍ତି। ଏହି ଟ୍ରେନଟି ଆଜି ସକାଳ ୬ଟାରେ ଷ୍ଟେଶନରେ ପହଞ୍ଚିବ ବୋଲି ପ୍ରଶାସନ ତରଫରୁ ସମୟ ନିର୍ଦ୍ଧାରିତ ହୋଇଥିଲା। ମାତ୍ର ତାହା ୧୦ଘଣ୍ଟା ବିଳମ୍ବରେ ଆସିଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଷ୍ଟେଶନର ଚାରିପଟ ୧କି.ମି ପର୍ଯ୍ୟନ୍ତ ୧୪୪ ଧାରା ୩ଦିନ ହେବ ବଳବତ୍ତର ରହିଛି। ଆଜି ରାତି ସୁଦ୍ଧା ଆଉ ୨ଟି ଟ୍ରେନ ବାଙ୍ଗାଲୋରରୁ ଯାଜପୁର ଟାଉନ ଆସିବ। ନିର୍ଗୁଣ୍ଡି ଷ୍ଟେଶନରେ ଆଜି ଆଉ ୨୪ଶହ ଯାତ୍ରୀ ପହଞ୍ଚିବେ ବୋଲି ଜଣାପଡିଛି। ଶ୍ରମିକମାନେ ପହଞ୍ଚିବା ପରେ ସେମାନଙ୍କୁ ସନିଟାଇଜ କରାଯିବ, ତାପରେ ସ୍କାନିଂ କରାଯାଇ ପ୍ରଶାସନିକ ବିଧି ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri