ନିର୍ଦ୍ଧାରିତ ସମୟ ପୂର୍ବରୁ ଦୋକାନ ଖୋଲି ଜରିମାନା ଦେଲେ ଦୋକାନୀ

ଭଞ୍ଜନଗର,୧୪।୪(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡ ପ୍ର୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟନଣା କଡାକଡି ଭାବେ ପାଳନ କରାଯାଉଛି। ମଙ୍ଗଳବାର ସକାଳ ୫ଟାରୁ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଡିଓ ଅନିଲ କୁମାର ସେଠୀ ପ୍ରମୁଖ ବିଭିନ୍ନ ଛକମାନଙ୍କରେ ରହି ଯାନବାହାନ ଯାଞ୍ଚକରିଥିଲେ। ବେନିୟମ ଭାବେ ଗାଡି ଚଳାଇବା ଅଭିଯୋଗରେ ଏକାଧିକ ବାଇକ୍‌ ଚାଳକଙ୍କ ଠାରୁ ୪ ହଜାର ୫ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ଲକ୍‌ ଡାଉନ ସମୟରେ ସକାଳ ୭ଟାରୁ ଦିବା ୧୨ଟା ପର୍ଯ୍ୟନ୍ତ ନିର୍ଦ୍ଧିଷ୍ଠ କିଛି ଦୋକାନ ଖୋଲିବାକୁ ଅନୁମତି ଅଛି। ମାତ୍ର ଭଞ୍ଜନଗର ସହରର ୨ ଦୋକାନୀ ନିର୍ଦ୍ଧାରିତ ସମୟ ପୂର୍ବରୁ ଦୋକାନ ଖୋଲିଥିବାରୁ ସେମାନଙ୍କଠାରୁ ୫ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଶ୍ୟାମାକାଳୀ ମନ୍ଦିରରେ ହନୁମାନ ଜୟନ୍ତୀ: ଜୟ ଶ୍ରୀରାମ ଧ୍ୱନିରେ ଗୁଞ୍ଜରିତ ହେଲା ପରିବେଶ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ମା’ ଶ୍ୟାମାକାଳୀ ମନ୍ଦିର ପ୍ରାଙ୍ଗଣରେ ହନୁମାନ ଜୟନ୍ତୀ ଅବସରରେ ଏକ ଭବ୍ୟ ଓ ଆଧ୍ୟାତ୍ମିକ ମହାସମାରୋହର ଆୟୋଜନ କରାଯାଇଥିଲା। ଜୟ ଶ୍ରୀରାମ ଧ୍ୱନିରେ ପରିପୂର୍ଣ୍ଣ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri