Posted inଜାତୀୟ

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା: ପୁଡୁଚେରୀରେ ସଂଖ୍ୟା ଗରିଷ୍ଠତା ହରାଇଲେ ସରକାର

ନୂଆଦିଲ୍ଲୀ,୧୬।୨: ଆଗକୁ ପୁଡୁଚେରୀରେ ବିଧାନସଭା ନିର୍ବାଚନ ହେବ। ତେବେ ଏହା ପୂର୍ବରୁ ଏଠାକାର ଶାସକ କଂଗ୍ରେସ ଦଳ ନିଜର ସଂଖ୍ୟା ଗରିଷ୍ଠତା ହରାଇ ବସିଛି। ଦଳର ୪ ଜଣ ବିଧାୟକ ଇସ୍ତଫା ଦେଇସାରିଲେଣି। ଗତ ଦୁଇ ଦିନ ମଧ୍ୟରେ ୨ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ପୁଡୁଚେରୀ ବିଧାନସଭାର ୩୦ ଜଣ ସଦସ୍ୟଙ୍କ ମଧ୍ୟରୁ କଂଗ୍ରେସ ପାଖରେ ୧୫ ଜଣ ବିଧାୟକ ରହିଥିଲେ। ଦଳକୁ ଡିଏମ୍‌କେର ଜଣେ ଏବଂ ଅନ୍ୟ ଜଣେ ନିର୍ଦ୍ଦଳୀୟ ବିଧାୟକଙ୍କ ସମର୍ଥନ ରହିଛି। ତେବେ କଂଗ୍ରେସ ବିଧାୟକଙ୍କ ଇସ୍ତଫା ଦେବା ପରେ ଏବେ ଶାସକ ଦଳର ବିଧାୟକ ସଂଖ୍ୟା ୧୧କୁ ଖସି ଆସିଛି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ସରକାରଙ୍କ ଦୁର୍ବଳ ହୋଇ ପଡ଼ିଛନ୍ତି। ସରକାର ଗଠନ ପାଇଁ କୁହୁକ ସଂଖ୍ୟା ୧୬ ଥିବାବେଳେ ନାରାୟଣସ୍ବାମୀଙ୍କ ପାଖରେ ଆବଶ୍ୟକ ସମର୍ଥନ ନାହିଁ। ଜାନୁୟାରୀ ୨୫ରେ ଏ. ନମଶିବାୟମ୍‌ ଏବଂ ଇ. ଥିପ୍ପାଇଞ୍ଜାନ ଇସ୍ତଫା ଦେଇଥିଲେ। ସେହିପରି ସୋମବାର ଜଣେ ବିଧାୟକ ଇସ୍ତଫା ଦେଇଥିବାବେଳେ ମଙ୍ଗଳବାର ମଧ୍ୟ ଜଣେ ବିଧାୟକ ଇସ୍ତଫା ଦେଇଛନ୍ତି। ବୁଧବାର ରାହୁଲ ଗାନ୍ଧୀଙ୍କ ପୁଡୁଚେରୀ ଗସ୍ତ ପୂର୍ବରୁ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri