ନିର୍ବାଚନ ଫଳ ପୂର୍ବରୁ ବଡ଼ ଆକ୍ସନ, ୫ କଂଗ୍ରେସ ନେତା ନିଲମ଼୍ବିତ

ନୂଆଦିଲ୍ଲୀ,୪୬: ଲୋକସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ କଂଗ୍ରେସ ବଡ଼ ଆକ୍ସନ ନେଇଛି | ଚଣ୍ଡିଗଡ଼ରେ ଦଳର ୫ ନେତାଙ୍କୁ ୬ ବର୍ଷ ପାଇଁ ନିଲମ଼୍ବିତ କରାଯାଇଛି| ଏଥିସହିତ ସେମାନେ ରହିଥିବା ପଦପଦବୀରୁ ମଧ୍ୟ ତାଙ୍କୁ ବରଖାସ୍ତ କରାଯାଇଛି| କୁହାଯାଉଛି କି ଏହି ନେତାମାନଙ୍କୁ ନିର୍ବାଚନ ଟିକେଟ୍ ନମିଳିବାରୁ ସେମାନେ ଦଳପ୍ରତି ସନ୍ତୁଷ୍ଟ ନଥିଲେ| ଏମାନେ ସମସ୍ତେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ପବନ ବଂଶଲଙ୍କ ନିକଟତର ବୋଲି ଜଣାପଡ଼ିଛି|

କଂଗ୍ରେସ ଯେଉଁ ନେତାଙ୍କ ବିରୋଧରେ କାଯର୍ୟାନୁଷ୍ଠାନ ନେଇଛି, ସମସ୍ତଙ୍କ ନାମରେ ଦଳ ବିରୋଧୀ କାଯର୍ୟରେ ଲିପ୍ତ ଥିବା ଅଭିଯୋଗ ହୋଇଥିଲା| ମନୀଷ ତିଓ୍ୱାରୀଙ୍କୁ ନିର୍ବାଚନ ଟିକେଟ୍ ମିଳିବାକୁ ନେଇ ଏମାନେ ବିରୋଧ କରିଆସୁଥିଲେ| ବିଶେଷ କଥା ଏହିକି ଯେ, ଏହି ନେତାମାନେ ପ୍ରଥମରୁ ହିଁ ଚଣ୍ଡିଗଡ଼ କଂଗ୍ରେସ ଅଧ୍ୟକ୍ଷଙ୍କୁ ବିରୋଧ କରିଆସୁଥିଲେ|


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri