ନିର୍ବାଚନ ହାରୁଥିବା ଲୋକେ ଦଳ ଛାଡ଼ୁଛନ୍ତି: ତାରା

ଭୁବନେଶ୍ୱର,୬।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଆଜି ବିଜେଡିରେ ଯୋଗ ଦେବେ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ବରିଷ୍ଠ କଂଗ୍ରେସ ନେତା ମଧ୍ୟ ଏହି ଅବସରରେ ବିଜେଡିରେ ସାମିଲ ହେବା ଯୋଜନା ରହିଛି। ଏଥିପାଇଁ ନବରଙ୍ଗପୁର ସର୍କିଟ ହାଉସ ପଡ଼ିଆରେ ବ୍ୟାପକ ଆୟୋଜନ ହୋଇଛି । ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଭର୍ଚୁଆଲ ବୈଠକ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବା ବେଳେ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ସଭାସ୍ଥଳରେ ଉପସ୍ଥିତ ରହିବ ।
ଅନ୍ୟପଟେ ପ୍ରଦୀପ ବିଜେଡିରେ ଯୋଗ ଦେବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜୟପୁର କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । କେହି ଦଳ ଛାଡ଼ିଲେ କଂଗ୍ରେସକୁ କୌଣସି ଫରକ ପଡ଼ିବନି । କେବଳ ନିର୍ବାଚନ ହାରୁଥିବା ଲୋକେ ଦଳ ଛାଡ଼ୁଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri