ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି ।

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ:

ଅରୂପ ପଟ୍ଟନାୟକ, ଅଶୋକ ପଣ୍ଡା, ଅନନ୍ତ ନାରାୟଣ ଜେନା, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ବିକ୍ରମ କେଶରୀ ଆରୁଖ, ବିଜୟ ରଞ୍ଜନ ସିଂ ବରିହା, ବଦ୍ରୀ ନାରାୟଣ ପାତ୍ର, ବ୍ୟେମକେଶ ରାୟ, କିଶୋର ପ୍ରଧାନ, ବାସନ୍ତୀ ହେମ୍ବ୍ରମ, ବିଭୂତିଭୂଷଣ ବଳବନ୍ତରାୟ, ବିଜୟ ନାଏକ, ବିନୟ ଟପ୍ପୋ, ବିପ୍ଲବ ପାତ୍ର, ଚନ୍ଦ୍ରଶେଖର ସାହୁ, ଚନ୍ଦ୍ରସାରଥୀ ବେହେରା, ଦେବାଶିଷ ସାମନ୍ତରାୟ, ଦିବ୍ୟଶଙ୍କର ମିଶ୍ର, ଦେବୀପ୍ରସାଦ ମିଶ୍ର, ଦିଲ୍ଲୀପ ତିର୍କୀ, ଦେବେଶ ଆଚାର୍ଯ୍ୟ, ଧ୍ରୁବ ସାହୁ, ହୃଷିକେଶ ନାୟକ, ଜ୍ୟେତିପ୍ରକାଶ ପାଣିଗ୍ରାହୀ, ଜଗନ୍ନାଥ ସାରକା, ଝିନ୍ନ ହିକକା,, କଳିକେଶ ନାରାୟଣ ସିଂହଦେଓ, କିଶୋର ମହାନ୍ତି, ଲୋପାମୁଦ୍ରା ବକ୍ସିପାତ୍ର, ମଙ୍ଗଳା କିଷାନ, ମହେଶ୍ୱର ମହାନ୍ତି, ମିଲନ କାନୁନଗୋ, ମାନସ ମଙ୍ଗରାଜ, ମାନସ ମାଡକାମୀ, ମୁଜିବୁଲ୍ଲା ଖାଁ, ନବକିଶୋର ଦାସ, ଏନ.ଭାଷ୍କର ରାଓ, ନିରଞ୍ଜନ ପୂଜାରୀ, ନଳିନୀ ପ୍ରଧାନ, ପ୍ରଣବ ପ୍ରକାଶ ଦାସ, ପ୍ରଫୁଲ୍ଲ ମଲ୍ଲିକ, ପ୍ରଦୀପ ଅମାତ, ପ୍ରମିଳା ମଲ୍ଲିକ, ପିନାକୀ ମିଶ୍ର, ପ୍ରୀତିରଞ୍ଜନ ଘଡ଼େଇ, ପୁଷ୍ପେନ୍ଦ୍ର ସିଂହଦେଓ, ପ୍ରତାପ ଜେନା, ପ୍ରଶାନ୍ତ ମୁଦୁଲି, ପ୍ରଦୀପ ମହାରଥୀ, ପ୍ରଶାନ୍ତ ଜଗଦେବ, ପ୍ରଣବ କୁମାର ବଳବନ୍ତରାୟ, ପ୍ରମୋଦ ମଲ୍ଲିକ, ପ୍ରଫୁଲ୍ଲ ସାମଲ, ରୋହିତ ପୂଜାରୀ, ରବୀନ୍ଦ୍ର କୁମାର ଜେନା, ରମେଶ ମାଝୀ, ରଣେନ୍ଦ୍ର ପ୍ରତାପ ସୱାଇଁ, ରାଜଶ୍ରୀ ମଲ୍ଲିକ, ରମେଶ ଚନ୍ଦ୍ର ବେହେରା, ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ, ରବିନାରାୟଣ ନନ୍ଦ, ରାଜୀବ ପାତ୍ର, ସଞ୍ଜୟ କୁମାର ଦାସବର୍ମା, ସୁଶାନ୍ତ ସିଂ, ସୁବ୍ରତ ତରାଇ, ସୁଦାମ ମାରାଣ୍ଡି, ସରୋଜିନୀ ହେମ୍ବ୍ରମ, ସଞ୍ଜୟ ଅଗ୍ରୱାଲ, ସମୀରରଞ୍ଜନ ଦାସ, ସୁଶାନ୍ତ ରାଉତ, ଶ୍ରୀକାନ୍ତ ସାହୁ, ପ୍ରହ୍ଲାଦ ତ୍ରିପାଠୀ, ସାନନ୍ଦ ମାରାଣ୍ଡି, ସ୍ବାଧୀନ ନାୟକ, ସୁବାସ ସିଂ, ଶ୍ରୀମୟୀ ମିଶ୍ର, ସସ୍ମିତ ପାତ୍ର ଟୁକୁନି ସାହୁ ଓ ଉଷାଦେବୀ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri