ନିର୍ବାହୀ ଯନ୍ତ୍ରୀଙ୍କୁ ଧମକ, ଠିକାଦାର ଗିରଫ

ଫୁଲବାଣୀ ଅଫିସ, ୧୫ା୨ – ଫୁଲବାଣୀ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କୁ ଧମକ ଦେଇ ଫେରାର ଥିବା ଠିକାଦାରଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ଠିକାଦାର ଜଣକ ହେଲେ ଫୁଲବାଣୀ ସାହିର ଆକାଶ ମହାନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ୧୦ ତାରିଖରେ ନିର୍ବାହୀ ଯନ୍ତ୍ରୀ ଯାମିନୀକାନ୍ତ ଦାସ୍‌ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବସିଥିଲେ। ଠିକାଦାର ଆକାଶ ହଠାତ ପ୍ରକୋଷ୍ଠକୁ ପଶି ତାଙ୍କୁ ଗାଳିଗୁଲଜ ସହ ଟଣାଓଟରା କରି ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଏ ନେଇ ନିର୍ବାହୀ ଯନ୍ତ୍ରୀ ଦାସ୍‌ ସେହିଦିନ ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୨୪/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?