ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୯।୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ(ବୈଦ୍ୟୁତିକ) ବିଭାଗର ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି । ଯନ୍ତ୍ରୀଙ୍କ ବ୍ରହ୍ମପୁର ଆମ୍ବପୁଅସ୍ଥିତ କାର୍ଯ୍ୟାଳୟ ସମେତ, ବ୍ରହ୍ମପୁର ଗଜପତି ନଗର ୮ମ ଲାଇନସ୍ଥିତ ୪ ମହଲା କୋଠା, ୧୧ ଲାଇନସ୍ଥିତ ୫ ମହଲା କୋଠା, ଭୁବନେଶ୍ୱର ଏମ୍‌ସ ନଗର ୩ୟ ଲାଇନସ୍ଥିତ ୪ ମହଲା କୋଠା, ଛତ୍ରପୁର ପୁତବଗଡ଼ସ୍ଥିତ ପୈତୃକ ବାସଭବନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଏହି ଚଢ଼ାଉରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସ୍‌ପି , ୪ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ବୋଲି ଭିଜିଲାନ୍ସ ଏସ୍‌ପି ତ୍ରିଲୋଚନ ସ୍ବାଇଁ ପ୍ରାଥମିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି…

ଅଭିଯୋଗ ପରେ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ଘେରିରେ ବ୍ୟବହୃତ ବାଉଁଶ, ଜାଲ ଜବତ

ଗଞ୍ଜାମ, ୨୩।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଦାମୋଦରପୁର ନିକଟସ୍ଥ ଋଷିକୂଲ୍ୟା ନଦୀରେ ମାଫିଆମାନେ ବେଆଇନ ଭାବେ ଚିଙ୍ଗୁଡ଼ି ଘେରି ନିର୍ମାଣ କରିଥିଲେ। ମଙ୍ଗଳବାର ତହସିଲଦାର ସୁକାନ୍ତ…

ଯୁକ୍ତ ୩ ପ୍ରଥମବର୍ଷ ନାମଲେଖା ଆରମ୍ଭ: ଏହି ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ରାଜ୍ୟରେ ମଙ୍ଗଳବାର ଠାରୁ ଯୁକ୍ତ ୩ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ପାଇଁ ନାମ ଲେଖା ଆରମ୍ଭ ହୋଇଛି। ଏନେଇ ସୋମବାର କଟ୍‌ ଅଫ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ରେଳଧାରଣାରୁ ମିଳିଲା ବିଜେଡି ନେତାଙ୍କ ମୃତଦେହ: ସୁଇସାଇଡ ନୋଟରେ ଲେଖାଅଛି ମୋ ମୃତ୍ୟୁ ପାଇଁ…

ଝାରସୁଗୁଡ଼ା, ୨୩।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରରେ ଏକ ଚାଞ୍ଚଲ୍ୟକର ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଝାରସୁଗୁଡ଼ା ବାର୍‌ ଏସୋସିଏସନର ପୂର୍ବତନ ସଭାପତି ତଥା ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri