Posted inଜାତୀୟ

ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ ୩ ଦୋଷୀ

ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍‌କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର ଆବେଦନ ଦାଖଲ କରିବେ ଓ ୨ ଜଣ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ। ଦୋଷୀଙ୍କ ମଧ୍ୟରୁ ଅକ୍ଷୟ କୁମାର ପୁନର୍ବିଚାର ଆବେଦନ ଦାଖଲ କରିବେ। ସେହିପରି ବିନୟ ଏବଂ ପଓ୍ବନ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ। ଏନେଇ ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ ସୂଚନା ଦେଇଛନ୍ତି। ତେବେ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମୁକେଶ କୌଣସି ଆବେଦନ ଦାଖଲ କରିବେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri