Posted inଜାତୀୟ

ନିର୍ଭୟା ମାମଲାରେ ଦୋଷୀଙ୍କୁ ଫାଶୀ: ଅକ୍ଷୟଙ୍କ ପୁନର୍ବିଚାର ଆବେଦନ ଖାରଜ; ଦାଖଲ ହେବ କ୍ୟୁରେଟିଭ୍‌ ପିଟିଶନ

ନୂଆଦିଲ୍ଲୀ,୧୮।୧୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ମଧ୍ୟରୁ ଅକ୍ଷୟଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ପୁନର୍ବିଚାର ଆବେଦନ ଖାରଜ ହୋଇଯାଇଛି। ଫଳରେ ଏବେ ଫାଶୀ ଦଣ୍ଡାଦେଶ ନିଶ୍ଚିତ ହୋଇଛି। ତେବେ ଏବେ ୪ ଦୋଷୀଙ୍କ ପକ୍ଷରୁ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରାଯାଇପାରିବ।
ଏଥିରେ ଫାଶୀଦଣ୍ଡକୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କରାଯାଇଥିବା ୧୭ଟି ମାମଲାର ଉଦାହରଣ ଦିଆଯିବ। ଏହାପରେ ରାଜକ୍ଷମା ପାଇଁ ଆବେଦନ କରାଯିବ। ସୂଚନାଯୋଗ୍ୟ, ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ ବ୍ୟକ୍ତିଗତ କାରଣରୁ ଖଣ୍ଡପୀଠରୁ ନିଜକୁ ଦୂରେଇ ରଖିବାରୁ ଏହାର ଶୁଣାଣି ବୁଧବାର ବିଚାରପତି ଆର୍‌. ଭାନୁମତୀଙ୍କ ନେତୃତ୍ୱରେ ବିଚାରପତି ଅଶୋକ ଭୁଷଣ ଏବଂ ଏ.ଏସ୍‌. ବୋପନ୍ନାଙ୍କ ଦ୍ୱାରା ଗଠିତ ୩ ଜଣିଆ ଖଣ୍ଡପୀଠ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ...

ଭାରତକୁ ବଡ଼ ଝଟକା ଦେଲା ମେକ୍ସିକୋ, ୫୦% ଟାରିଫ୍‌ ଲଗାଇବା ପରେ ଏସବୁ ଜିନିଷର ବଢିଯିବ ଦାମ୍‌

ନୂଆଦିଲ୍ଲୀ, ୧୨ା୧୨: ମେକ୍ସିକୋ ସିନେଟ୍‌ରେ ବୁଧବାର ନୂଆ ଟାରିଫ୍‌ ରିଜାଇମ୍‌ ସମ୍ପର୍କିତ ଏକ ବିଲ୍‌ ପାରିତ ହୋଇଛି। ବିଧେୟକ ସପକ୍ଷରେ ୭୬ ଓ ବିରୋଧରେ ୫...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍‌, ୧୦ ମୃତ

ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ...

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ଅବ୍ୟବସ୍ଥା: ଟିକେଟ ଖଣ୍ଡିଏ ପାଇଁ କସରତ

କଟକ,୧୨।୧୨( ଶିଳ୍ପା ପ୍ରିୟଦର୍ଶିନୀ): ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଥିବା ଟିକେଟ କାଉଣ୍ଟରରେ ଟିକେଟ ଖଣ୍ଡିଏ ପାଇଁ...

ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ

ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ...

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ  ପଦ ପୂରଣ ହେବ

ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା):  ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri