Posted inଜାତୀୟ

ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ

ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର ଦ୍ୱାରସ୍ଥ ହୋଇ କହିଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ। ତାଙ୍କ ଓକିଲଙ୍କ ଜରିଆରେ ସେ କହିଛନ୍ତି ୧୭ ଡିସେମ୍ବର ୨୦୧୨ରେ ଦିଲ୍ଲୀ ପୋଲିସ ତାଙ୍କୁ ରାଜସ୍ଥାନରୁ ଗିରଫ କରିଥିବାରୁ ୧୬ ଡିସେମ୍ବରରେ ସେ ଦିଲ୍ଲୀରେ ନ ଥିଲେ। ଗୋଟିଏ ଦିନ ପୂର୍ବରୁ ନିର୍ଭୟା ମାମଲାର ଦୋଷୀ ଅନ୍ତରାଷ୍ଟ୍ରୀୟ କୋର୍ଟର ଦ୍ୱାରସ୍ଥ ହୋଇଥିବା ବେଳେ ଏବେ ପୁଣି ମୁକେଶ ପଟିଆଲା ହାଉସ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୦ ଭୋର ୫ଟା ୩୦ରେ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବାଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri