Posted inଜାତୀୟ

ନିର୍ଭୟା ମାମଲା: ମୁକେଶଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୧୬।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ମୁକେଶଙ୍କୁ ଲାଗିଛି ଆଉ ଏକ ଝଟ୍‌କା। ଗୁରୁବାର ଉପରାଜ୍ୟପାଳ ମୁକେଶଙ୍କ କ୍ଷମା ଆବେଦନକୁ ଖାରଜ କରି ଦେଇଛନ୍ତି। ଏବେ ଏହି କ୍ଷମା ଆବେଦନକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇ ଦିଆଯିବ ବୋଲି ଜଣାପଡିଛି। ବୁଧବାର ମଧ୍ୟ ଦିଲ୍ଲୀ ହାଇକୋର୍ଟ ମୁକେଶଙ୍କୁ ଏକ ଝଟ୍‌କା ଦେଇଥିଲେ। ଦିଲ୍ଲୀ ହାଇକୋର୍ଟ ଡେଥ୍‌ ଓ୍ବାରେଣ୍ଟ ଉପରେ ରୋକ ଲଗାଇବାକୁ ମନା କରିଦେଇଥିଲେ। ଏହି ମାମଲାର ଶୁଣାଣି ଆଜି ଦିନ ୨ଟାରେ ପଟିଆଲା ହାଉସ କୋର୍ଟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ଭାଜପାରେ ମିଶିବା ଚର୍ଚ୍ଚା ଭିତରେ ବଡ଼ କଥା କହିଦେଲେ ବିକ୍ରମ ଆରୁଖ, ‘ବିଜେଡିରେ..’

ଭୁବନେଶ୍ବର,୧୯ା୭: ବିଜେଡିର ବରିଷ୍ଠ ନେତା ବିକ୍ରମ ଆରୁଖ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ବର୍ତ୍ତମାନ ସେ ମୁହଁ ଖୋଲି ଚର୍ଚ୍ଚାକୁ…

ଜମ୍ମୁ-କଶ୍ମୀରରେ ଭୟଙ୍କର ଭୂସ୍ଖଳନ: ୧୬ ମୃତ, ଅନେକ ନିଖୋଜ

ନୂଆଦିଲ୍ଲୀ,୧୯।୭: ଉତ୍ତର ଏବଂ ପୂର୍ବ ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିବା ଯୋଗୁ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏପରିକି ଅନେକ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri