ନିର୍ମାଣାଧୀନ ପାଚେରି ଭୁଶୁଡ଼ି ମହିଳା ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୧ା୮- ଚମାଖଣ୍ଡି ଥାନା ବନ୍ଦର ଗଁ।ରେ ବୁଧବାର ଅପରାହ୍ନରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଉକ୍ତ ଗଁ।ର ଇ.ପାର୍ବତୀ। କେତେକ ମହିଳା ଶ୍ରମିକ ଗଁାରେ ଥିବା ଏକ କୁକୁଡ଼ାଫାର୍ମର ପାଚେରୀ ନିର୍ମାଣ କରୁଥିବା ବେଳେ ପାଚେରୀ ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଏଥିରେ ପାର୍ବତୀ ଚାପି ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri