ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍ଡାଉନ୍ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର ଆଇଏନ୍ଟିୟୁସି ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା ସହରର ଅନେକ ନିର୍ମାଣ ଶ୍ରମିକଙ୍କ କାର୍ଡ ଥାଇ ସୁଦ୍ଧା ସେମାନଙ୍କୁ ଏହି ଅର୍ଥ ମିଳିନାହିଁ ବୋଲି ଏଥିେ ଉଲ୍ଲେଖ କରାଯାଇଛି ା ସହୟତା ପାଇ ନ ଥିବା ଶ୍ରମିକଙ୍କ ପରିବାର ବହୁ ଅସୁବିଧାରେ ଚଳୁଛନ୍ତି ା ତେଣୁ ତୁରନ୍ତ ସେମାନଙ୍କୁ ସହୟତା ଯୋଗାଇ ଦେବାକୁ ସଂଗଠନର ଜିଲା ସାଧାରଣ ସମ୍ପାଦକ ଜାକିରୁଲା ଖାନଙ୍କ ନେତୃତ୍ୱରେ ବହୁ ଶ୍ରମିକ ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ା
Posted inଆମ ଜିଲା ଖବର, କନ୍ଧମାଳ View All
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍…
ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…
ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…
୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…
ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ
ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…
ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…
ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍ ହେଲା ବିସ୍ଫୋରଣ, ଆଉ ତା’ ପରେ…
ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…
Archives

