ନିର୍ମାଣ ଶ୍ରମିକଙ୍କୁ ମିଳିନି ସହାୟତା

ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍‌ଡାଉନ୍‌ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର ଆଇଏନ୍‌ଟିୟୁସି ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା ସହରର ଅନେକ ନିର୍ମାଣ ଶ୍ରମିକଙ୍କ କାର୍ଡ ଥାଇ ସୁଦ୍ଧା ସେମାନଙ୍କୁ ଏହି ଅର୍ଥ ମିଳିନାହିଁ ବୋଲି ଏଥିେ ଉଲ୍ଲେଖ କରାଯାଇଛି ା ସହୟତା ପାଇ ନ ଥିବା ଶ୍ରମିକଙ୍କ ପରିବାର ବହୁ ଅସୁବିଧାରେ ଚଳୁଛନ୍ତି ା ତେଣୁ ତୁରନ୍ତ ସେମାନଙ୍କୁ ସହୟତା ଯୋଗାଇ ଦେବାକୁ ସଂଗଠନର ଜିଲା ସାଧାରଣ ସମ୍ପାଦକ ଜାକିରୁଲା ଖାନଙ୍କ ନେତୃତ୍ୱରେ ବହୁ ଶ୍ରମିକ ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri