ବାହାନଗା, ୭ା୮(ଡି.ଏନ.ଏ.)-ଜଣେ ବିବାହିତ ମହିଳା ନିଜ ଉପରେ ହୋଇଥିବା ନିର୍ଯାତନା ସମ୍ପର୍କିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ପରେ ବାହାନଗା ବ୍ଲକ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଖବର ଖନ୍ତାପଡା ଥାନା ଅଧିକାରୀଙ୍କ ନିକଟରେ ପହଞ୍ଚିବା ପରେ ପୋଲିସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ରାତିରେ ପୋଲିସ ମହିଳାଙ୍କ ସ୍ବାମୀଙ୍କୁ ଖନ୍ତାପଡା ଥାନାକୁ ଆଣି ଅଟକ ରଖି ପଚରାଉଚୁରା କରୁଛି।
ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ବିଭିନ୍ନ ଯାତ୍ରା ପାର୍ଟିରେ ନାଚ ମାଷ୍ଟ୍ରର ଭାବେ କାମ କରନ୍ତି ା ତେବେ ୫ ବର୍ଷ ତଳେ ସେ ସମ୍ବଲପୁର ଅଞ୍ଚଳର ଏକ ଯାତ୍ରା ପାର୍ଟିରେ କାମ କରୁଥିବା ବେଳେ ସେଠିକାର ଏକ ଝିଅକୁ ପ୍ରେମ ବିବାହ କରି ଘରକୁ ଆଣିଥିଲେ। ଏଠାରେ ସେମାନଙ୍କର ଏକ କନ୍ୟା ସନ୍ତାନ ହୋଇଥିଲା। କିଛି ବର୍ଷ ପରେ ଉଭୟଙ୍କ ମଧ୍ୟରେ ମନାନ୍ତର ଆରମ୍ଭ ହୋଇଥିଲା। ଉକ୍ତ ଯୁବକ ଅନ୍ୟ ଝିଅମାନଙ୍କ ସହିତ ପ୍ରେମ ସମ୍ପର୍କ ରଖିବାରୁ ତାଙ୍କ ସ୍ତ୍ରୀ ବିରୋଧ କରିଥିଲେ। ଏହି ଘଟଣାରେ ଯୁବକଜଣକ ତାଙ୍କ ସ୍ତ୍ରୀଙ୍କୁ ମାରପିଟ୍ କରିବା ସହ ତାଙ୍କ ଝିଅଙ୍କୁ ଖାଇବାକୁ ଦିଅନ୍ତି ନାହିଁ। ଏ ସଂକ୍ରାନ୍ତରେ ମହିଳାଜଣକ ଏକ ଭିଡିଓ କରି ତାଙ୍କୁ ରକ୍ଷା କରିବାକୁ ସୋସିଆଲ ମିଡିଆରେ ଅପଲୋଡ କରିଥିଲେ। ସେହି ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଦିନତମାମ ଚର୍ଚ୍ଚା ହୋଇଥିଲା। ଖନ୍ତାପଡା ଥାନା ପୋଲିସର ନିର୍ଦ୍ଦେଶକ୍ରମେ ଗୋପାଳପୁର ଫାଣ୍ଡି ପୋଲିସ ବିଷ୍ଣୁପୁର ଗ୍ରାମକୁ ଯାଇ ଭିଡିଓ ଭାଇରାଲ କରିଥିବା ମହିଳାଙ୍କ ଘରେ ପହଞ୍ଚି ସବୁକଥା ପଚାରି ବୁଝିବା ପରେ ତାଙ୍କ ସ୍ବାମୀଙ୍କୁ ଆଣି ଖନ୍ତାପଡା ଥାନା ଜିମା ଦେଇଛନ୍ତି।
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
Archives

