Posted inଖେଳ

ନିଲାମୀ ପ୍ରକ୍ରିୟା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାନେଜମେଣ୍ଟକୁ ଭେଟିଲେ ପଣ୍ଟିଂ

ନୂଆଦିଲ୍ଲୀ,୧୪।୧୨(ପି.ଟି.)- ଆସନ୍ତା ୧୯ ତାରିଖରେ କୋଲକାତାଠାରେ ଆଇପିଏଲର ୧୩ତମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ପ୍ରକ୍ରିୟା ଅନୁଷ୍ଠିତ ହେବ। ଏଥିପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ମୁଖ୍ୟ କୋଚ୍‌ ରିକି ପଣ୍ଟିଂ ମ୍ୟାନେଜମେଣ୍ଟ ସଦସ୍ୟଙ୍କୁ ଭେଟିଛନ୍ତି। ଗତ କିଛି ମାସ ହେଲା ଆମେ ଆଲୋଚନା କରୁଛୁ। ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ଲାଗି ବହୁତ ସମୟ ଦେଇଛୁ। ଆମେ ସବୁ କିଛି ଯୋଜନା କରିଛୁ। ମାତ୍ର ଅକ୍‌ଶନ ଟେବୁଲରେ କ’ଣ ଘଟିବ କହି ହେବ ନାହିଁ। ଦ୍ରୁତ ବୋଲରଙ୍କ ଉପରେ ଆମ ଧ୍ୟାନ ରହିବ। ମୁଖ୍ୟତଃ ବିଦେଶୀ ପେସରଙ୍କୁ ଆଣିବାକୁ ଲକ୍ଷ୍ୟ ରଖାଯାଇଥିବା ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ପଣ୍ଟିଂ କହିଛନ୍ତି। ସେ ଆହୁରି କହିଛନ୍ତି, ଆମ ଦଳକୁ କେଉଁ ଭଳି ଖେଳାଳି ଦରକାର ତା ଠିକ୍‌ ରୂପେ ଜାଣିବାକୁ ପଡ଼ିବ। ଉଦାହରଣ ସ୍ବରୂପ ଆମ ନିକଟରେ ୩ ଓପନର ଅଛନ୍ତି। ଏଣୁ ଆଉ ଓପନରଙ୍କ ଉପରେ ନଜର ପକାଇବା ଦରକାର ନାହିଁ। ଆମ ଚୂଡ଼ାନ୍ତ ଏକାଦଶରେ ଯେଉଁ ସ୍ଥାନରେ ସମସ୍ୟା ରହିଛି, ତାକୁ ସୁଧାରିବା ପାଇଁ ଖେଳାଳି ଚୟନ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?