Posted inଜାତୀୟ

ନିଲାମ ହେବ ୪୧ କୋଇଲା ବ୍ଲକ୍‌: ୨୦୩୦ ସୁଦ୍ଧା କୋଇଲା ଉତ୍ପାଦନରେ ଭାରତ ହେବ ଆତ୍ମନିର୍ଭରଶୀଳ

ନୂଆଦିଲ୍ଲୀ,୧୭।୭: ଖୁବ୍‌ ଶୀଘ୍ର ଦେଶର ୪୧ଟି କୋଇଲା ବ୍ଲକ୍‌ ନିଲାମ କରାଯିବ। ଏନେଇ ଏକ ପ୍ରଶ୍ନର ଉତ୍ତରରେ ଲୋକ ସଭାରେ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଦେଶରେ କୋଇଲାର ଚାହିଦା ବଢିବାରେ ଲାଗିଛି। ତେବେ ଉତ୍ପାଦନ କ୍ଷମତା ବଢାଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। କୋଇଲା ବ୍ଲକ୍‌ ବିକ୍ରି ପରେ ଉତ୍ପାଦନ ହାର ବୃଦ୍ଧି ପାଇବ। ଏହାଦ୍ୱାରା ଆଗାମୀ ୨୦୩୦ ସୁଦ୍ଧା ଭାରତ କୋଇଲା ଉତ୍ପାଦନରେ ଆତ୍ମନିର୍ଭରଶୀଳ ହୋଇ ପାରିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri