Posted inଭଦ୍ରକ

ନିଳୋକ ପଞ୍ଚାୟତ ୧୨ ଘଣ୍ଟିଆ ସଟ୍‌ଡାଉନ୍‌

ବନ୍ତ,୧୫।୫(ଡି.ଏନ୍‌.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲକ୍ଷ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତର ସରପଞ୍ଚ ଅଶୋକ କୁମାର ମହାନ୍ତି ଶନିବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ସମଗ୍ର ପଞ୍ଚାୟତକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏ ନେଇ ସେ ଶୁକ୍ରବାର ତହସିଲଦାର ଇନ୍ଦିରା ସାହୁ, ବିଡିଓ ରେବେକା ବିଲୁଙ୍ଗ, ଥାନା ଅଧିକାରୀ ମିନା ବିନ୍ଧାଣୀକୁ ଲିଖିତ ଭାବେ ଜଣାଇଛନ୍ତି। ସେହିପରି ଡାକବାଜି ଯନ୍ତ୍ର ସହାୟତାରେ ପଞ୍ଚାୟତବାସୀଙ୍କୁ ସଚେତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri