ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟ ଚାଲାଣ

ପାଟପୁର,୯ା୧୨(ଡି.ଏନ.ଏ.)-ପାଟପୁର ପୋଲିସ ସୋମବାର ଅପରାହ୍ନରେ ଜଣେ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର୍‌ ମାମଲା ନଂ. ୧୨୧/୧୯ରେ କୋର୍ଟ ଚାଲାଣ କରିଛି। ସେ ହେଲେ ଶେରଗଡ଼ ଥାନା ବାଇଶିଫଳ ଗ୍ରାମର ଶତ୍ରୁଘ୍ନ ବେହେରା। ରବିବାର ସନ୍ଧ୍ୟାରେ ସ୍ଥାନୀୟ ବଢିଆଉସ୍ତା ଛକ ନିକଟରେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ନିଶାସକ୍ତ ଅବସ୍ଥାରେ ଶତ୍ରୁଘ୍ନ ବାଇକ୍‌ ଚଳାଉଥିଲେ। ଉପସ୍ଥିତ ପୋଲିସ କର୍ମଚାରୀ ମାନେ ବ୍ରେଥ୍‌ ଆନାଲାଇଜର ମେଶିନ ଦ୍ୱାରା ଅଭିଯୁକ୍ତଙ୍କ ପରୀକ୍ଷା କରି ତାଙ୍କୁ ଗିରଫ କରାଯାଇଥିବା ଆଇଆଇସି ଅଜୟ କୁମାର ବାରିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri