ନିଷ୍କାସନ ହୋଇପାରୁନି ବର୍ଷାଜଳ : ଡ୍ରେନ୍‌ ନିର୍ମାଣ ଦାବି କଲେ ଅଞ୍ଚଳବାସୀ

ମାଲକାନଗିରି,୩୦ା୬(ସ୍ବ.ପ୍ର.) : ମାଲକାନଗିରି ଜିଲା ସଦର ମହକୁମା ପୌରପରିଷଦ ଅଞ୍ଚଳର ବିଭିନ୍ନ ୱାର୍ଡ ଏବଂ ମୁଖ୍ୟ ରାସ୍ତାର ପରିମଳ ବ୍ୟବସ୍ଥା ବିଗିଡ଼ିଛି। ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇବା ସହ ଡ୍ରେନ୍‌ ନିର୍ମାଣ ଦାବି ହୋଇଛି। ବିଶେଷକରି ମୁଖ୍ୟରାସ୍ତା ସିନେମା ହଲ୍‌ ଛକ ଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଉଭୟ ପାର୍ଶ୍ୱର ନାଳ ଅଧିକାଂଶ ସ୍ଥାନରେ ସଫା ହୋଇ ନ ଥିବାରୁ ବର୍ଷା ହେଲେ ଆବର୍ଜନା ଜଳ ରାସ୍ତା ଉପରେ ପ୍ରବାହିତ ହେଉଛି ା ହାଇଟେକ୍‌ କଲୋନୀ ଡ୍ରେନ୍‌ କାମ ନିମ୍ନମାନର ହୋଇଥିବାରୁ କଲୋନୀର ପାଣି ନିଷ୍କାସନ ହୋଇପାରୁନାହିଁ। ବର୍ଷା ଋତୁ ଆରମ୍ଭ ହେଉଥିବାରୁ ଆଗାମୀ ଦିନରେ ନାଳ ସଫା କରା ନ ଗଲେ ଆବର୍ଜନା ପାଣି ବିଭିନ୍ନ ସାହିରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏ ସମ୍ବନ୍ଧରେ ପୌରପରିଷଦ ନିର୍ବାହୀ ଅଧିକାରୀ ନୀଳକଣ୍ଠ ନାଇଡୁଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସଂପୃକ୍ତ ବିଭାଗୀୟ ନିର୍ବାହୀଯନ୍ତ୍ରୀ ଓ କନିଷ୍ଠ ଯନ୍ତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି ା ତୁରନ୍ତ ଡ୍ରେନ୍‌ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri