ନିସ୍ତବ୍ଧ ରାତିରେ ଏହି ମନ୍ଦିରରେ କଥାବାର୍ତ୍ତା ହୁଅନ୍ତି ମୂର୍ତ୍ତି…

ବିଜ୍ଞାନ ଯୁଗରେ କୌଣସି କଥା ଅସମ୍ଭବ ନୁହେଁ। ତେବେ ମନ୍ଦିରରେ ମୂର୍ତ୍ତିଗୁଡିକ ମଣିଷ ପରି କଥା କହୁଥିବା ଶୁଣିଲେ ବିଶ୍ୱାସ ହୋଇ ନ ଥାଏ। ବିହାର ବସ୍ତାରଠାରେ ଥିବା ରାଜ ରାଜେଶ୍ୱରୀ ତ୍ରିପୁରା ସୁନ୍ଦରୀ ମନ୍ଦିରରେ ଏଭଳି ଘଟଣା ଘଟିଥାଏ ବୋଲି ସ୍ଥାନୀୟ ଲୋକେ କୁହନ୍ତି। ୪ ଶହ ବର୍ଷ ପୁରୁଣା ଏହି ମନ୍ଦିରରେ ମୂର୍ତ୍ତିଗୁଡିକ ମଣିଷ ପରି କଥାବାର୍ତ୍ତା ହୋଇଥାନ୍ତି। ନିସ୍ତବ୍ଧ ରାତିରେ ମନ୍ଦିରରେ ମୂର୍ତ୍ତିଗୁଡିକ କଥା ହେଉଥିବାର ଶବ୍ଦ ବାହାରକୁ ଶୁଣାଯାଏ। ମଧ୍ୟରାତ୍ରିରେ ଏହି ମନ୍ଦିର ବାଟରେ ଯାଉଥିବା ଲୋକେ ଏହା ଶୁଣିଥାନ୍ତି। ତେଣୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ମନ୍ଦିରରେ କେହି ରୁହନ୍ତି ନାହିଁ। ମନ୍ଦିରରେ ଭକ୍ତଙ୍କ ସବୁ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ମନ୍ଦିରର ଏହି ରହସ୍ୟ ନେଇ ଅନେକ ଗବେଷଣା ହୋଇଛି। କିନ୍ତୁ ମନ୍ଦିରରୁ ନିସ୍ତବ୍ଧ ରାତିରେ କଥା କହୁଥିବା ଶବ୍ଦ କିପରି ସୃଷ୍ଟି ହେଉଛି ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ନୂଆଦିଲ୍ଲୀ,୧୬।୪: ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri