Posted inଜାତୀୟ

ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ୨୦୧୮ଠାରୁ ଗତ ୩ ବର୍ଷରେ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ଶ୍ରୀନଗର,୧୧।୫: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗତ ୩ ବର୍ଷ ଧରି ଅଧିକ ଉତ୍ତେଜନା ସୃଷ୍ଟି ହୋଇଛି। ୨୦୧୮ଠାରୁ ଚଳିତ ୨୦୨୦ ମେ ୩ ସୁଦ୍ଧା ପାକିସ୍ତାନ ୬,୮୪୪ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସେଥିମଧ୍ୟରୁ ୨୦୧୮ରେ ୨,୧୨୯ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ସେହିପରି ୨୦୧୯ରେ ପାକିସ୍ତାନ ୩,୧୬୮ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବାବେଳେ ୨୦୨୦ରେ ମେ ୩ ସୁଦ୍ଧା ୧,୫୪୭ ଥର ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼ କରିଛି। ଚଳିବ ବର୍ଷ ଜାନୁୟାରୀରେ ପାକିସ୍ତାନ ୩୬୭ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବାବେଳେ ଫେବୃୟାରୀରେ ୩୬୬, ମାର୍ଚ୍ଚରେ ୪୧୧, ଏପ୍ରିଲ୍‌ରେ ୩୮୭ ଥର ଏଭଳି କରିଛି। ସେହିପରି ମେ ୩ ସୁଦ୍ଧା ପାକିସ୍ତାନ ପକ୍ଷରୁ ୧୬ ଥର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ନିୟନ୍ତ୍ରଣ ରେଖାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଲଞ୍ଚ୍‌ପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ପାଇଁ ପାକିସ୍ତାନ ପ୍ରୟାସ କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri