Posted inଜାତୀୟ

ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ: ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଷଡ଼ଯନ୍ତ୍ର ରଚିଛି ପାକିସ୍ତାନ

ଶ୍ରୀନଗର,୧୮।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ହାଇ ଆର୍ଲଟ ଜାରି ହୋଇଛି। ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ବାହାନାରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଉଦ୍ୟମ ଜାରି ରଖିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଆଇଏସ୍‌ଆଇର ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ବୋଲି କୁହାଯାଉଛି। ଅସ୍ତ୍ରବିରତି ଉଲ୍ଲଂଘନ କରି ଆତଙ୍କବାଦୀଙ୍କୁ କଭର ଫାୟାର ଦିଆଯାଇ ଭାରତରେ ପ୍ରବେଶ କରିବାର ସୁଯୋଗ ସୃଷ୍ଟି କରାଯାଉଛି। ତେବେ ସତର୍କ ସୂଚନା ଆଧାରରେ ଭାରତୀୟ ସେନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri