Posted inଜାତୀୟ

ନିୟନ୍ତ୍ରଣ ରେଖା ମାଛିଲ୍‌ ସେକ୍ଟରରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଠାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ୫-୬ ଆତଙ୍କବାଦୀ ମାଛିଲ୍‌ ସେକ୍ଟରରେ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିଲେ। ଭାରତୀୟ ଫରଓ୍ବାର୍ଡ ପୋଷ୍ଟପକ୍ଷରୁ ସତର୍କ ସୂଚନା ଜାରି ସହିତ ଗୁଳି ଚାଳନା କରାଯାଇଥିଲା। ଭୟରେ ଆତଙ୍କବାଦୀମାନେ ଫେରି ଯାଇଥିଲେ। ଆତଙ୍କବାଦୀମାନେ ଭାରତୀୟ ସୀମା ଭିତରକୁ ପ୍ରାୟ ୫ ମିଟର ଅନୁପ୍ରବେଶ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri