Posted inଜାତୀୟ

ନୀତୀଶ ସରକାରଙ୍କ ବଡ଼ ନିଷ୍ପତ୍ତି: ରାସ୍ତାରେ ଗଡ଼ିବନି ୧୫ ବର୍ଷ ପୁରୁଣା ସରକାରୀ ଏବଂ ବ୍ୟବସାୟିକ ଯାନ

ପାଟନା,୫।୧୧: ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ମଙ୍ଗଳବାରଠାରୁ ଆଉ ୧୫ ବର୍ଷ ପୁରୁଣା ସରକାରୀ ଏବଂ ବ୍ୟବସାୟିକ ଯାନ ରାସ୍ତାରେ ଗଡ଼ିବନି। ସୋମବାର ପ୍ରଦୂଷଣ ନେଇ ସୁପ୍ରିମ୍‌କୋର୍ଟରେ ହୋଇଥିବା ଶୁଣାଣି ପରେ ନୀତୀଶ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ଯୋଜନା କରାଯାଇଥିବା ମୁଖ୍ୟ ସଚିବ ଦୀପକ କୁମାର ସୂଚନା ଦେଇଛନ୍ତି। ତେବେ ଘରୋଇ ଯାନ ଗୁଡ଼ିକର ପ୍ରଦୂଷଣ ଯାଞ୍ଚ୍‌ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri