ନୀରବ ମୋଦିଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୭-୧୧: ପଳାତକ ହୀରା ବ୍ୟବସାୟୀ ନିରବ ମୋଦୀଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦ କୋଟି ଟଙ୍କାର ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବଙ୍କ ଜାମିନ ମାମଲା ଉପରେ ବୁଧବାର ଶୁଣାଣି ହୋଇଥିଲା। ଏହା ପୂର୍ବରୁ ଅଦାଲତ ୪ଥର ନୀରବଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏହା ପରେ ତାଙ୍କୁ ଦକ୍ଷିଣ ପଶ୍ଚିମ ଲଣ୍ଡନର ଓ୍ବାଣ୍ଡସଓର୍ଥ ଜେଲକୁ ପଠେଇ ଦିଆଯାଇଛି। ଏହି ମାମଲାର ଶୁଣାଣି ଡ଼ିସେମ୍ବର ୪ରେ ହେବାକୁ ଥିବା ବେଳେ ନୀରବ ଭିଡିଓଲିଙ୍କ ଯୋଗେ ହାଜର ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri