ନୂଆଦିଲ୍ଲୀ,୧୨।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ୧୩,୦୦୦ କୋଟି ଋଣ ଠକେଇ ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତି ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲା ଲଣ୍ଡନରେ ଶୀଘ୍ର ଆରମ୍ଭ ହୋଇଛି। ତାଙ୍କୁ ସୋମବାର ଲଣ୍ଡନର ଏକ କୋର୍ଟରେ ଶୁଣାଣି ଲାଗି ହାଜର କରାଯାଇଥିଲା। ୫ ଦିନ ଧରି ଚାଲିବାକୁ ଥିବା ଏହି ଶୁଣାଣି କରୋନା ଭାଇରସ୍ ଯୋଗୁ ଭିଡିଓ କନଫରେନ୍ସିଂ ଯୋଗେ ହେଉଛି। ଗତ ବର୍ଷ ମାର୍ଚ୍ଚରେ ନୀରବ ଗିରଫ ହେବା ପରେ ତାଙ୍କୁ ଦକ୍ଷିଣ ପଶ୍ଚିମ ଲଣ୍ଡନର ଓ୍ବାଣ୍ଡସଓ୍ବର୍ଥ ଜେଲରେ ରଖାଯାଇଛି। ଓ୍ବେଷ୍ଟମିନଷ୍ଟର ମାଜିଷ୍ଟ୍ରେଟ ଅଦାଲତରେ ଭିଡିଓ କନ୍ଫରେନ୍ସିଂ ଯୋଗେ ତାଙ୍କୁ ହାଜର କରାଯାଇଥିବା ଜଣାପଡ଼ିଛି।
ଟ୍ରେନ୍ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍ଫର୍ମ ଟିକେଟ୍ରେ ଆରମ୍ଭ ହେଲା ଅନ୍ଲାଇନ୍ ଲଗେଜ୍ ବୁକିଂ
ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…
ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…
ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…
ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…
ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…
E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍
ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…
ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…
ଏହି ବଡ଼ ବ୍ୟାଙ୍କ୍ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…
ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…
Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…
ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…
Archives

