ନୀଳମାଧବ ଜୀଉଙ୍କ ନୃସିଂହ ବେଶ

ଖଣ୍ଡପଡ଼ା,୧୨ା୧୧(ସ୍ବ.ପ୍ର.): କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଶ୍ରୀନୀଳମାଧବ ଜୀଉଙ୍କ ସୋମବାର ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ମଇଲମ, ତଡପଲାଗି ଓ ଅବକାଶ ନୀତି ସମ୍ପନ୍ନ ହୋଇ ସନ୍ଧ୍ୟାରେ ଠାକୁରଙ୍କୁ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା ା ପବିତ୍ର କାର୍ତ୍ତିକ ବ୍ରତ ଅବସରରେ ଶ୍ରୀ ନୀଳମାଧବଙ୍କୁ ଏହି ବେଶରେ ଦର୍ଶନ କରିବାକୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା। ସେହିପରି ଖଣ୍ଡପଡା ସହରର ଶ୍ରୀ ଜଗନ୍ନାଥ ଜୀଉଙ୍କ ମନ୍ଦିରରେ ସନ୍ଧ୍ୟା ଆଳତି ଓ ଠାକୁରଙ୍କ କାଞ୍ଚତ୍ ଅଭିଯାନ ବେଶ ଦର୍ଶନ ପାଇଁ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri