ନୀଳ ଆଖିରେ ସ୍ବପ୍ନ ଦେଖାଉଥିବା ଅଭିନେତାଙ୍କ ଜୀବନରେ ଥିଲା ୩ ଦୁର୍ବଳତା

ମୁମ୍ବାଇ, ୨।୬: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୩୨ତମ ଶ୍ରାଦ୍ଧ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ୧୯୮୮ ଜୁନ୍‌ ୨ରେ ୬୩ ବର୍ଷ ବୟସରେ ନୂଆଦିଲ୍ଲୀଠାରେ ଦେହତ୍ୟାଗ କରିଥିଲେ। ୧୯୨୪ ଡିସେମ୍ବର ୧୪ରେ ପେଶାଓ୍ବାରରେ ତାଙ୍କର ଜନ୍ମ ହୋଇଥିଲେ। ମାତ୍ର ୧୦ ବର୍ଷ ବୟସରୁ ସେ ଆରମ୍ଭ କରିଥିଲେ ନିଜର ଫିଲ୍ମ ଯାତ୍ରା। ୨୪ ବର୍ଷ ବୟସରେ ସେ ନିର୍ଦ୍ଦେଶକ ଭାବେ ଆଗ୍‌ ଫିଲ୍ମ ନିର୍ମାଣ କରିଥିଲେ। ତାଙ୍କ ଜୀବନରେ ୩ଟି ଦୁର୍ବଳତା ଥିଲା । ଏସମ୍ପର୍କରେ ଋଷି କପୁର ନିଜ ଆତ୍ମ ଜୀବନୀ ପୁସ୍ତକରେ ଏହା ଉଲ୍ଲେଖ କରିଛନ୍ତି। ସେଥିମଧ୍ୟରେ ପ୍ରଥମ ଦୁର୍ବଳତା ଅଭିନେତ୍ରୀ ନର୍ଗିସ୍‌ ଥିବାବେଳେ ଦ୍ୱିତୀୟ ଦୁର୍ବଳତା ସିନେମା ଏବଂ ତୃତୀୟ ଦୁର୍ବଳତା ଥିଲା ମଦ୍ୟପାନ। ନର୍ଗିସ୍‌ଙ୍କୁ ରାଜକପୁର ଭଲ ପାଉଥିଲେ। ଏହି ଯୋଡ଼ି ୯ ବର୍ଷ ମଧ୍ୟରେ ୧୪ଟି ଫିଲ୍ମରେ ଅଭିନୟ କରିଥିଲେ। ଆର.କେ.ଷ୍ଟୁଡିଓ ଲୋଗୋରେ ରାଜକପୁର ନର୍ଗିସ୍‌ଙ୍କୁ ସଂଯୁକ୍ତ କରାଯାଇଥିଲା। ତେଣୁ ତାଙ୍କୁ ଇନ୍‌ ଡ଼ାଇସ୍‌ ହିରୋଇନ୍‌ କୁହାଯାଉଥିଲା। ୧୯୫୬ରେ ରିଲିଜ୍‌ ହୋଇଥିବା ଫିଲ୍ମ ଚୋରି ଚୋରି ରାଜକପୁର ଏବଂ ନର୍ଗିସ୍‌ ଯୋଡିଙ୍କର ଶେଷ ଫିଲ୍ମ ଥିଲା। ନର୍ଗିସ୍‌ଙ୍କ ବିବାହ ଖବର ଶୁଣି ରାଜକପୁର ସାଙ୍ଗମାନଙ୍କ ଆଗରେ ଜୋର୍‌ରେ କାନ୍ଦିବା ସହିତ ଏହା ସ୍ବପ୍ନକି ସତ୍ୟ ଜାଣିବା ପାଇଁ ନିଜ ଦେହରେ ସିଗାରେଟ୍‌ ଚେଙ୍କ ଦେଇଥିଲେ। ୧୯୭୧ରେ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଫିଲ୍ମକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୮୭ରେ ତାଙ୍କୁ ଦାଦାସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri