ନୁସ୍‌ରତ ଇନ୍‌ଷ୍ଟାଗ୍ରାମରେ ଶେୟାର କଲେ ରୋମାଣ୍ଟିକ୍‌ ଫଟୋ

ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁଙ୍କ ରିସେପ୍‌ଶନ ୪ ଜୁଲାଇରେ କଲିକତାର ଆଇଟିସି ରୟାଲ ହୋଟେଲରେ ସମ୍ପନ୍ନ ହୋଇଛି। ପାର୍ଟିର ଫଟୋଗୁଡ଼ିକ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଗୁଡ଼ିକ ମଧ୍ୟରୁ ଏକ ନୂଆ ଫଟୋ ଦର୍ଶକଙ୍କ ସାମ୍ନାକୁ ଆସିଛି।

ଏହି ଫଟୋ ରିସେପ୍‌ଶନ ସମୟର। ଫଟୋରେ ସ୍ବାମୀ ନିଖିଲ ଜୈନଙ୍କ ସହ ନୁସରତ୍‌ ରୋମାଣ୍ଟିକ୍‌ ପୋଜ୍‌ ଦେଇଛନ୍ତି। ଏହି ଫଟୋରେ ଦୁହେଁ ଖୁବ୍‌ ସୁନ୍ଦର ଦିଶୁଛନ୍ତି। ନୁସରତ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏହି ଫଟୋ ଶେୟାର କରିଛନ୍ତି। ଏଥିରେ ସ୍ବାମୀଙ୍କ ଉଦ୍ଦେଶ୍ୟରେ ଏକ କ୍ୟାପଶନ ମଧ୍ୟ ଲେଖିଛନ୍ତି, ଯେତେବେଳେ ମୁଁ ଆଖି ବନ୍ଦ କରୁଛି ସେତେବେଳେ ତୁମ ହୃଦୟରେ ଥିବା ପ୍ରେମର ପରିଭାଷାକୁ ବୁଝିପାରୁଛି। ତୁମେ ମୋ’ ଜୀବନକୁ ବଦଳାଇ ଦେଇଛ।’ ପାର୍ଟିରେ ନୁସରତ ମେରୁନ୍‌ କଲରର ଏକ ଲେହେଙ୍ଗା ସହିତ ହେଭି ଜୁଏଲାରୀ ପିନ୍ଧି ଖୁବ୍‌ ସୁନ୍ଦର ଲାଗୁଥିଲେ। ନିଖିଲ ମଧ୍ୟ କିଛି କମ୍‌ ଲାଗୁ ନ ଥିଲେ। ବ୍ଲାକ୍‌ କଲରର ଶେରଓ୍ବାନୀ ପିନ୍ଧି ହ୍ୟାଣ୍ଡସମ୍‌ ଦେଖାଯାଉଥିଲେ।

ଏହି ପାର୍ଟିରେ ମିମି ଚକ୍ରବର୍ତ୍ତୀ, ମମତା ବାନାର୍ଜୀ ଯୋଗ ଦେଇଥିଲେ। କହିରଖୁଛୁ, ବିବାହ ପରେ ଏମ୍‌ପି ଭାବେ ଶପଥ ନେବା ପାଇଁ ନୁସରତ୍‌ ସଂସଦରେ ପହଞ୍ଚିଥିଲେ। ସେଠାରୁ ଫେରି ସ୍ବାମୀଙ୍କ ସହ ରୋମାଣ୍ଟିକ୍‌ ଫଟୋଗୁଡ଼ିକ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋଗୁଡ଼ିକୁ ଫ୍ୟାନମାନେ ଖୁବ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?