CORONAVIRUS UPDATE: ନୂଆପଡ଼ାରେ ଆଉ ୧୨ କରୋନା ପଜିଟିଭ ଚିହ୍ନଟ

ନୂଆପଡା ଅଫିସ,୨୯ା୫- ଶୁକ୍ରବାର ନୂଆପଡା ଜିଲାରେ ଆଉ ୧୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚତ୍ଛି ା ଚିହ୍ନଟ ୧୨ ନୂଆ ରୋଗୀଙ୍କ ମଧ୍ୟରୁ ନୂଆପଡ଼ା ଏନଏସି ଅଞ୍ଚଳରେ ଥିବା ବସଷ୍ଟାଣ୍ଡ ନିକଟସ୍ଥ ୟୁଜିଏମଇ ସ୍କୁଲ ଟିଏମସିରୁ ୨, ଖଡିଆଳ ବ୍ଲକ ଦୋହେଲପଡା ଟିଏମସିରୁ ୪, ସିନାପାଲି ବ୍ଲକ ନିଲଜି, ଗଣ୍ଡାବାହାଲି ଏବଂ ଘୁଚାଗୁଡା ଟିଏମସିରୁ ଜଣେ ଲେଖାଏ, ବୋଡେନ ଯୁକ୍ତ ୩ କଲେଜର ଟିଏମ୍‌ସିରୁ ଜଣେ ଏବଂ ହାଇସ୍କୁଲ ଟିଏମସିରୁ ୨ଜଣ ରହିଛନ୍ତି ବୋଲି ଜିଲାପାଳ ମଧୁସ୍ମିତା ସାହୁ ସୂଚନା ଦେଇଛନ୍ତି ା ଏମାନଙ୍କ ମଧ୍ୟରୁ ଜଣେ ହାଇଦ୍ରାବାଦରୁ ଆସିଥିବାବେଳେ ବାକି ୧୧ଜଣଙ୍କ ମହାରାଷ୍ଟ୍ର ଲିଙ୍କ୍‌ ରହିଛି ା ସମସ୍ତଙ୍କୁ ବଲାଙ୍ଗୀରସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ା ସଂପୃକ୍ତ ଟିଏମସି ପରିସରକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ବୋଲି ଜିଲାପାଳ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ହାତୀ ଭୟ: ରାତିରେ ଗଛ ଉପରେ ବିତୁଛି ଜୀବନ

ନୂଆପଡ଼ା,୧୩ା୨(ମକାରୁ ବେମାଲ): ହାତୀ ଭୟ ଯୋଗୁ ରାତି ହେଲେ ଲୋକେ ଗଛ ଉପରେ ଜୀବନ ବିତାଉଛନ୍ତି। ଏଭଳି ଦୃଶ୍ୟ ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…

ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri