ନୂଆପଡ଼ା କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ  

ନୂଆପଡା ଅଫିସ/ଖଡିଆଳ,୮ା୫-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଫେରିଛନ୍ତି। ନୂଆପଡ଼ା ଜିଲା ସଦର ମହକୁମାର ଅନ୍ବେଷା ହଷ୍ଟେଲ୍‌ରେ ୨ ଶହ ଶଯ୍ୟାବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଲାଗି କାମ ଚାଲିଛି। ଏହାକୁ ସେ ବୁଲି ଦେଖିବା ସହ ଖଡିଆଳରେ ନିର୍ମିତ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଜିଲାପାଳ ମଧୁସ୍ମିତା ସାହୁ, ଏସ୍‌ପି ବିନୀତ କୁମାର ଅଗ୍ରୱାଲ, ସିଡିଏମଓ କାଳୀଚରଣ ବେହେରା, ଜିଲା ପରିଷଦ ଅଧ୍ୟକ୍ଷା ନମିତା ପ୍ରଧାନ, କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା, ସ୍ଥାନୀୟ ବିଧାୟକ ରାଜେନ୍ଦ୍ର ଢୋଲକିଆ, ଅଧିରାଜ ମୋହନ ପାଣିଗ୍ରାହୀ, ଲମ୍ବୋଦର ନିଆଲ, ଜିଲାପରିଷଦ ଉପାଧ୍ୟକ୍ଷ ଭାନୁପ୍ରତାପ ସିଂ ମାଝି, ମନୋଜ କୁମାର ମିଶ୍ର, ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ବେଲଗଛରେ ଝୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri