ନୂଆପଡ଼ା ବିଧାନସଭା: କଂଗ୍ରେସ ଆଗରେ

ନୂଆପଡ଼ା ଅଫିସ,୨୩।୫: ନୂଆପଡ଼ା ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ଆଗରେ ଅଛନ୍ତି। ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଘାସିରାମ ୬୭୨୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ରାଜେନ୍ଦ୍ର ଢୋଲକିଆ ୫୯୪୦ ଭୋଟ ପାଇଛନ୍ତି।